www.samajalive.in
Monday, December 8, 2025
24.1 C
Bhubaneswar

ପଦ୍ମ ଧରିରେ ଅରବିନ୍ଦ ଢାଲି

ଭୁବନେଶ୍ବର: ନିର୍ବାଚନ ଯେତେ ପାଖେଇ ଆସୁଛି, ସେତେ ଅଧିକ ଦଳବଦଳ ଦେଖିବାକୁ ମିଳୁଛି। ଅନେକ ବଡ଼ ବଡ଼ ନେତା ଓ କର୍ମୀ ନିଜ ଦଳ ପରିବର୍ତ୍ତନ କରୁଛନ୍ତି। ଏହି କ୍ରମରେ ରବିବାର ବିଜେପିରେ ସାମିଲ ହୋଇଛନ୍ତି ଜୟଦେବ ବିଧାୟକ ଅରବିନ୍ଦ ଢାଲି। ଏଥିସହ ତାଙ୍କ ସମର୍ଥକମାନେ ମଧ୍ୟ ବିଜେପିରେ ମିଶିଛନ୍ତି। ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ ମିଶ୍ରଣ ପର୍ବରେ ସେ ବିଜେପିରେ ଯୋଗ ଦେଇଛନ୍ତି।

ଏଠାରେ ସୂଚନାଯୋଗ୍ୟ, ଜୟଦେବ ନିର୍ବାଚନ ମଣ୍ଡଳୀରୁ ଦୁଇ ଥର ବିଧାୟକ ହୋଇଥିବା ଅରବିନ୍ଦ ଢାଲି ଶନିବାର ବିଜେଡିରୁ ଇସ୍ତଫା ଦେଥିଲେ। ବି‌ଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିକଟକୁ ସେ ତାଙ୍କ ଇସ୍ତଫା ପତ୍ର ପଠାଇଥିଲେ।

Hot this week

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

ପିଆଜ ଚୋପାର ଚମତ୍କାରୀ ଗୁଣ …

ନୂଆଦିଲ୍ଲୀ : ଆଜିକାଲି ସମୟରେ ସମସ୍ତେ ନିଜର ତ୍ଵଚାକୁ ନେଇ ଖୁବ୍...

Related Articles

Popular Categories