www.samajalive.in
Friday, December 12, 2025
27.1 C
Bhubaneswar

ଲୋକ କଳା ମାଧ୍ୟମରେ ରୂପାନ୍ତରିତ ଓଡ଼ିଶା କାର୍ଯ୍ୟକ୍ରମ

ଗୋପାଳପୁର : ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରତି ବ୍ଲକରେ ଆରମ୍ଭ କରାଯାଇଥିବା ଲୋକ କଳା ମାଧ୍ୟମରେ ରୂପାନ୍ତରିତ ଓଡ଼ିଶା କାର୍ଯ୍ୟକ୍ରମ ରଙ୍ଗେଇଲୁଣ୍ଡା ବ୍ଲକ ପକ୍ଷରୁ ବିଭିନ୍ନ ପଞ୍ଚାୟତରେ ଅନୁଷ୍ଠିତ ହୋଇଛି। ଏହି କ୍ରମରେ ବ୍ଲକରେ ପଞ୍ଜିକରଣ କରିଥିବା ୧୬ ଟି ସାଂସ୍କୃତିକ ଦଳ ପକ୍ଷରୁ ଓଡ଼ିଶା ସରକାରଙ୍କ ପକ୍ଷରୁ ରାଜ୍ୟବ୍ୟାପୀ କାର୍ଯକାରୀ ହେଉଥିବା ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ସହ ଲୋକଙ୍କ ନିମନ୍ତେ କାର୍ଯକାରୀ କରାଯାଉଥିବା ଜନହିତକର କାର୍ଯ୍ୟ ନେଇ ଅଞ୍ଚଳବାସୀଙ୍କୁ ସଚେତନତା ନୃତ୍ୟ ଓ ଗୀତ ମାଧ୍ୟମରେ ପରିବେଷଣ କରାଯାଇଥିଲା। କନିଷିଠାରେ ଆୟୋଜିତ କାର୍ଯ୍ୟକ୍ରମରେ ବ୍ଲକ ବିଡ଼ିଓ ଅନଶୁଂମାନ ମହାପାତ୍ରଙ୍କ ସମେତ ବ୍ଲକ ଅଧ୍ୟକ୍ଷା ସିଏଚ ଉଷାରାଣୀ, ଉପାଧକ୍ଷା ଅନିତା ମହାଙ୍କୁଡ, ଜିଲ୍ଲା ପରିଷଦ ଉପାଧକ୍ଷା ରାଜେଶ୍ବରୀ ଦୋରାଙ୍କ ସମେତ ସ୍ଥାନୀୟ ସରପଞ୍ଚ ଓ ଜନପ୍ରତିନିଧି ମାନେ ଉପସ୍ଥିତ ରହିଥିଲେ ।

 

Hot this week

ନିର୍ମାଣାଧିନ ପାଣିଟାଙ୍କିରୁ ଖସି ଯୁବକଙ୍କ ମୃତ୍ୟୁ

କେନ୍ଦ୍ରାପଡା: ନିର୍ମାଣାଧିନ ପାଣିଟାଙ୍କିରୁ ଖସି ଯୁବକର ମୃତ୍ୟୁ। ଏଭଳି ଅଭାବନୀୟ ଘଟଣା...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ୪ଜଣଙ୍କୁ ବହିଷ୍କାର କଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳବସ୍ଥା ଘଟଣାରେ ଡିଜିସିଏ...

ଭିଜିଲାନ୍ସ ନାଁରେ ଓଏଏସ୍‌ ଙ୍କୁ ଠକେଇ, ଦୁଇ ଗିରଫ

ରାଉରକେଲା : ନିଜକୁ ଭିଜିଲାନ୍ସ ଅଧିକାରୀ କହି ଠକେଇ ଅଭିଯୋଗରେ ଦୁଇ...

ବାର୍ବି କ୍ୟୁ ନେସନ୍‌ରେ ନିମ୍ନମାନର ଖାଦ୍ୟ, ଲାଗିଲା ଜରିମାନା…

ନୂଆଦିଲ୍ଲୀ : ଯଦି ଆପଣ ଖାଦ୍ୟ ପ୍ରିୟ ଏବଂ ଭାବୁଛନ୍ତି ଯେ...

ଝାଡ଼ଖଣ୍ଡରେ ଆତଙ୍କବାଦୀ ସନ୍ଦିଗ୍ଧଙ୍କ ଘରେ ଏନଆଇଏ ରେଡ

ସମାଜ ଲାଇଭ ଡେସ୍କ : ଝାଡ଼ଖଣ୍ଡ ହଜାରିବାଗ ଅଞ୍ଚଳରେ ଆଇଏସଆଇଏସ ଆତଙ୍କି...

Related Articles

Popular Categories