www.samajalive.in
Monday, December 8, 2025
16.1 C
Bhubaneswar

ଇଣ୍ଡିଆନ୍‌ ଆଇଡଲ୍‌-୧୪: ବିଜୟ ମୁକୁଟ ପିନ୍ଧିଲେ ବୈଭବ ଗୁପ୍ତା

ମୁମ୍ବଇ: ଲୋକପ୍ରିୟ ଟିଭି ଶୋ’ ‘ଇଣ୍ଡିଆନ୍‌ ଆଇଡଲ୍‌-୧୪’ର ବିଜେତା ଘୋଷଣା ହୋଇଯାଇଛି। ରବିବାର ରାତିରେ ଶୋ’ର ଗ୍ରାଣ୍ଡ ଫାଇନାଲ ଅନୁଷ୍ଠିତ ହୋଇଯାଇଛି। ଏଥିରେ କାନପୁରର ବୈଭବ ଗୁପ୍ତା ବିଜୟ ମୁକୁଟ ପିନ୍ଧିଛନ୍ତି। ବୈଭବଙ୍କୁ ‘ଇଣ୍ଡିଆନ୍‌ ଆଇଡଲ୍‌-୧୪’ର ଆକର୍ଷଣୀୟ ଟ୍ରଫି ମିଳିଛି। ଏଥିସହ ୨୫ ଲକ୍ଷ ଟଙ୍କାର ଚେକ୍‌ ଏବଂ ‘ହଟ୍‌ ଆଣ୍ଡ ଟେକି’ ବ୍ରିଜା କାର୍‌ ପୁରସ୍କାର ସ୍ବରୂପ ପ୍ରଦାନ କରାଯାଇଛି।

ଶୋ’ରେ ଶୁଭଦୀପ ଦାସ ଏବଂ ପୀୟୁଷ ପନ୍‌ୱାର ପ୍ରଥମ ଓ ଦ୍ୱିତୀୟ ରନର୍ସଅପ୍ ହୋଇଛନ୍ତି। ସେମାନଙ୍କୁ ଟ୍ରଫି ସହ ୫ ଲକ୍ଷ ଟଙ୍କାର ଚେକ୍‌ ପ୍ରଦାନ କରାଯାଇଛି। ସେହିପରି ଅନନ୍ୟା ପାଲ୍‌ ଏହି ଶୋ’ର ତୃତୀୟ ରନର୍ସଅପ୍ ହୋଇଛନ୍ତି। ତାଙ୍କ ଟ୍ରଫି ସହ ୩ ଲକ୍ଷ ଟଙ୍କାର ପୁରସ୍କାର ରାଶି ପ୍ରଦାନ କରାଯାଇଛି।

- Advertisement -

 

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories