www.samajalive.in
Saturday, December 6, 2025
14.1 C
Bhubaneswar

ଲକ୍ଷ୍ମୀନାରାୟଣ ମନ୍ଦିରରୁ ସୁନା ଗହଣା ଲୁଟିନେଲେ ଲୁଟେରା

ସୋର: ସୋରୋ ପୌରପାଳିକା ଅନ୍ତର୍ଗତ ଖରିଦା ଗାଁ​‌ରେ ଲୁଟ୍ । ରବିବାର ବିଳମ୍ବିତ ରାତିରେ କିଛି ଦୁର୍ବୁତ୍ତ ମନ୍ଦିର ଗ୍ରୀଲ ତାଲା ଭାଭ୍ଗି ଲୁଟ୍ କରିଥିବା ଅଭିଯୋଗ ହୋଇଛି। ପ୍ରାୟ ୧ କିଲୋ ଓଜନର ରୂପା ଗହଣା ଓ ୫୦ ଗ୍ରାମ୍‌ ଓଜନର ସୁନାଗହଣା ଲୁଟେରାମାନେ ଚୋରି କରିନେଇଛନ୍ତି। ସକାଳେ ପୂଜକ ମନ୍ଦିରକୁ ପୂଜା କରିବାକୁ ଆସି ସୁନାଗହଣା ଚୋରି ହୋଇଥିବା ଦେଖିବାକୁ ପାଇଥିଲେ। ଏ ନେଇ ଗ୍ରାମବାସୀମାନେ ସୋର ଥାନାରେ ଏତଲା ଦେଇଛନ୍ତି। ଅଭିଯୋଗ ପାଇବା ପରେ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ଛାନଭିନ୍ ଜାରି ରଖିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories