www.samajalive.in
Saturday, December 6, 2025
15.1 C
Bhubaneswar

ଅପରାହ୍ଣ ୪ଟା ମୁଖ୍ୟ ଖବର

ସରିଲା ମାଟ୍ରିକ ପରୀକ୍ଷା..

ରାଜ୍ୟର ୩୦୪୭ ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ଦେଇଥିଲେ ୫ଲକ୍ଷ ୭୨ହଜାର ୪୭୯ଜଣ ପରୀକ୍ଷାର୍ଥୀ..

- Advertisement -

ବିଜେଡି ବିଧାୟକ ପ୍ରେମାନନ୍ଦ ନାୟକ, ଧାମନଗରର ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ ଓ ଭଦ୍ରକର ପୂର୍ବତନ ବିଧାୟକ ନରେନ ପଲେଇ ବିଜେପି ଦଳରେ ସାମିଲ ହୋଇଛନ୍ତି..

ଅଟୋକୁ ପିଟିଲା ମୋ ବସ୍‌, ୩ ଆହତ..

ଇନ୍ଦ୍ରାବତୀ ଦକ୍ଷିଣ କେନାଲରେ ୨୦ ଫୁଟିଆ ଘାଇ: ଗାଁରେ ପଶିଲା ପାଣି , ଲୋକେ ହନ୍ତସନ୍ତ..

ବଢୁଥିବା ତାତିରେ ଲାଗିବ ରୋକ୍: ପଶ୍ଚିମା ଝଡ ପ୍ରଭାବରେ ଉତ୍ତର ଓଡିଶାରେ ବର୍ଷା ସମ୍ଭାବନା ..

ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନେଇ କମିଶନରେଟ ପୁଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡାକଡି..

ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡିଶାରେ ଜାରି ରହିବ ତାତି..

କଟକ-ବାରବାଟୀ ନିର୍ବାଚନୀ ଅନିୟମିତତା ମାମଲା: ମହମ୍ମଦ ମୋକିମଙ୍କ ନିର୍ବାଚନକୁ ଅସିଦ୍ଧ ଘୋଷଣା କଲେ ହାଇକୋର୍ଟ..

ସୋରରେ ଲକ୍ଷ୍ମୀନାରାୟଣ ମନ୍ଦିରରୁ ସୁନା ଗହଣା ଲୁଟିନେଲେ ଲୁଟେରା..

ନୋଟ ବଦଳରେ ଭୋଟ ମାମଲା: ଐତିହାସିକ ରାୟ ଶୁଣାଇଛନ୍ତି ସୁପ୍ରମିକୋର୍ଟ..

ସାଂସଦ ଓ ବିଧାୟକମାନଙ୍କୁ କୌଣସି ଆଇନଗତ ସୁରକ୍ଷା ଦେବାକୁ ସର୍ବୋଚ୍ଚ ଅଦାଲତ ମନା କରିଛନ୍ତି..

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories