www.samajalive.in
Saturday, December 6, 2025
16.1 C
Bhubaneswar

ମେକ୍ସିକୋରେ ଟ୍ରକ୍-ଭ୍ୟାନ୍ ଧକ୍କା: ୯ ମୃତ

ନୂଆଦିଲ୍ଲୀ: ମେକ୍ସିକୋର କେରୋୱିଆନ୍ ଉପକୂଳରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ହାଇୱେଠାରେ ଟ୍ରକ୍-ଭ୍ୟାନ୍ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ୯ ଜଣଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ମୃତକଙ୍କ ମଧ୍ୟରେ ୩ଜଣ ନାବାଳକ ଥିବା ଜଣାପଡିଛି। ଟ୍ରକ୍ ସହ ଧକ୍କା ହେବା ପରେ ଭ୍ୟାନଟିରେ ନିଆଁ ଲାଗି ଯାଇଥିଲା। ଫଳରେ ଭ୍ୟାନରେ ଥିବା ୬ଜଣ ଯାତ୍ରୀ ଗୁରୁତର ହୋଇଛନ୍ତି। ସେମାନଙ୍କୁ ତୁରନ୍ତ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଛି। ପରେ ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories