www.samajalive.in
Sunday, December 7, 2025
14.1 C
Bhubaneswar

ମାର୍ଚ୍ଚ ୧୪-୧୫ରେ ଘୋଷଣା ହୋଇପାରେ ନିର୍ବାଚନ ତାରିଖ

ନୂଆଦିଲ୍ଲୀ: ଲୋକସଭା ନିର୍ବାଚନକୁ ନେଇ ସାରା ଦେଶରେ ରାଜନୀତି ଉଷ୍ମ ହେଉଥିବା ବେଳେ ଖୁବଶୀଘ୍ର ତାରିଖ ଘୋଷଣା ହେବାର ସମ୍ଭାବନା ରହିଛି । ମିଳିଥିବା ସୂଚନା ଅନୁସାରେ ମାର୍ଚ୍ଚ ୧୪ କିମ୍ବା ୧୫ରେ ସାଧାରଣ ନିର୍ବାଚନ ତାରିଖ ଘୋଷଣା ହେବାର ସମ୍ଭାବନା ରହିଛି । କ୍ରମାଗତ ଭାବରେ ନିର୍ବାଚନ ଆୟୋଗ ଲୋକସଭା ନିର୍ବାଚନ ପ୍ରସ୍ତୁତିରେ ବ୍ୟସ୍ତ ରହିବା ସହ ବର୍ତ୍ତମାନ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଂଚିଥିବା କୁହାଯାଉଛି ।

Hot this week

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

Related Articles

Popular Categories