www.samajalive.in
Sunday, December 7, 2025
15.1 C
Bhubaneswar

ମୋ ସ୍କୁଲ ଅଭିଯାନର ସଫଳତା ଉତ୍ସବ

ପିପିଲି: ମୋ ସ୍କୁଲ ଅଭିଯାନ ପରିଚାଳନା ସଂଗଠନ, ଓଡ଼ିଶାଙ୍କ ନିର୍ଦ୍ଦେଶକ୍ରମେ ଗୋବିନ୍ଦପୁର କ୍ଳଷ୍ଟର ଅନ୍ତର୍ଗତ ସମସ୍ତ ପ୍ରାଥମିକ, ଉଚ୍ଚ ପ୍ରାଥମିକ ଓ ଉଚ୍ଚ ବିଦ୍ୟାଳୟମାନଙ୍କରେ ସିଆର୍‌‌ସିସି ଚିନ୍ତାମଣି ଓଝାଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ମୋ ସ୍କୁଲ ଅଭିଯାନର ସଫଳତା ଉତ୍ସବ ପାଳିତ ହୋଇଯାଇଛି। ଏଥିରେ ବିଦ୍ୟାଳୟର ଆଲୁମିନି, ଛାତ୍ରଛାତ୍ରୀ, ଅଭିଭାବକ, ଶିକ୍ଷକ ଓ ଶିକ୍ଷୟିତ୍ରୀମାନେ ଯୋଗଦେଇ ମୋ ସ୍କୁଲ ଅଭିଯାନ ପକ୍ଷରୁ ବିଦ୍ୟାଳୟ ରୂପାନ୍ତରିକରଣ, ହାଉସ ସିଷ୍ଟମ, ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀ ଦ୍ୱାରା ନିଯୁକ୍ତ ମାନବ ସମ୍ବଳ, ଆକାଂକ୍ଷୀ ପାଠ୍ୟକ୍ରମ, ମୋ ସ୍କୁଲ ପ୍ରକଳ୍ପ ଆଦି ବ୍ୟବସ୍ଥାକୁ ଉଚ୍ଚ ପ୍ରଶଂସା କରିଥିଲେ। ଶେଷରେ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ପ୍ରଦତ୍ତ ଧନ୍ୟବାଦ ଅର୍ପଣ ଚିଠି ପଠନ କରାଯାଇ ସମସ୍ତଙ୍କୁ ବିତରଣ କରାଯାଇଥିଲା।

 

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories