www.samajalive.in
Monday, December 8, 2025
14.1 C
Bhubaneswar

ଖୁବଶୀଘ୍ର ବିବାହ କରିବେ ପୁଲକିତ-କ୍ରୀତି

ମୁମ୍ବାଇ: ବଲିଉଡର ଫେମସ୍‍ ଯୋଡି ପୁଲକିତ୍‍ ସମ୍ରାଟ ଏବଂ କ୍ରୀତି ଖରବନ୍ଦା ଅନେକ ଦିନ ଧରି ପରିସ୍ପରକୁ ଡେଟ୍‍ କରିବା ପରେ ଖୁବଶୀଘ୍ର ବିବାହ ବନ୍ଧନରେ ବାନ୍ଧି ହେବାକୁ ଯାଉଛନ୍ତି । ବିଭିନ୍ନ କାର୍ଯ୍ୟକ୍ରମ ହେଉ କି ସୋସେିଆଲ ମିଡ଼ିଆରେ ଦୁଇଜଣଙ୍କୁ ଅନେକ ସମୟରେ ଏକାଠି ଦେଖିବାକୁ ମିଳେ । ଦୁହିଁଙ୍କ ଯୋଡି ସମସ୍ତଙ୍କୁ ଖୁବ ଭଲ ଲାଗିଥାଏ । ଉଭୟ ବିବାହ କରିବାକୁ ଯାଉଥିବା ସୋସିଆଲ ମିଡ଼ିଆରୁ ଜଣାପଡିଛି । ସୋସିଆଲ ମିଡ଼ିଆରେ ସେମାନଙ୍କ ବାହାଘର କାର୍ଡ ଭାଇରାଲ ହୋଇଛି ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories