www.samajalive.in
Monday, December 8, 2025
27.1 C
Bhubaneswar

କୂଅରେ ପଡିଥିବା ହରିଣ ଉଦ୍ଧାର

ଆଠଗଡ: ଆଠଗଡ ସହର ନିକଟବର୍ତ୍ତୀ ରାଧାପତିପୁର ଗ୍ରାମରେ ଏକ ଖୋଲାକୂଅରେ ପଡିଯାଇଥିବା ଏକ ହରିଣକୁ ବନବିଭାଗ ପକ୍ଷରୁ ଉଦ୍ଧାର କରାଯାଇଥିବା ଜଣାପଡିଛି। କୂଅରେ ଏକ ହରିଣ ପଡି ପହଁରୁ ଥିବା ଦେଖି ଗ୍ରାମବାସୀ ଖବର ଦେବା ପରେ ରେଞ୍ଜର ରବିନ୍ଦ୍ର କୁମାର ନାୟକଙ୍କ ନିର୍ଦ୍ଦେଶକ୍ରମେ ବନପାଳ ସବିତା ରାଉତ ଓ ବନରକ୍ଷୀ ପ୍ରଶାନ୍ତ କୁମାର ବେହେରାଙ୍କ ସମେତ ବନବିଭାଗ ସ୍କାର୍ଡର ସଦସ୍ୟମାନେ ଘଟଣାସ୍ଥଳରେ ପହଞ୍ଚି ଗଭୀର କୂଅରୁ ୮ବର୍ଷର ପୁରୁଷ ପ୍ରଜାତିର ହରିଣଟିକୁ ସୁରକ୍ଷିତ ଉଦ୍ଧାର କରିଥିଲେ। ପ୍ରାଣୀ ଚିକିତ୍ସାଳୟରେ ପ୍ରାଥମିକ ଚିକିତ୍ସା ପରେ ଡିଏଫଓ ଡାକ୍ତର ଯଜ୍ଞଦତ୍ତ ପତିଙ୍କ ପରାମର୍ଶକ୍ରମେ ବନଖଣ୍ଡିସ୍ଥିତ ବନବିଭାଗ ନର୍ସରୀ ମଧ୍ୟରେ ହରିଣଟିକୁ ଖୋଲା ବିଚରଣ ପାଇଁ ଛାଡିଦିଆଯାଇଥିବା ଜଣାପଡିଛି।

Hot this week

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

କଲେଜ ଭିତରେ ଛାତ୍ରଙ୍କୁ ଛୁରାମାଡ

ବାରିପଦା : ବାରିପଦାରେ ଅଭାବନୀୟ ଘଟଣା ଘଟିଛି। ବାଇଗଡବାହିଆ ସ୍ଥିତ ବିବି...

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

Related Articles

Popular Categories