www.samajalive.in
Monday, December 8, 2025
13.1 C
Bhubaneswar

ସନ୍ଧ୍ୟା ୬ଟା ମୁଖ୍ୟ ଖବର

ସଂଜୟ ସିଂହ ଓ ମନୀଷ ସିସୋଦିଆ ପୁଣି ନିରାଶ.. ମିଳିଲାନି ଜାମିନ..

ବାଙ୍ଗାଲୋରରେ ଗଭୀର ଜଳ ସଙ୍କଟ.. ସ୍କୁଲ, କୋଚିଂ ସେଣ୍ଟର ବନ୍ଦ..

- Advertisement -

ଧର୍ମଶାଳା ଟେଷ୍ଟ: ଇଂଲଣ୍ଡକୁ ୨୧୮ରେ ଅଲଆଉଟ୍‌ କରିବା ପରେ ଭାରତର ଲଢୁଆ ବ୍ୟାଟିଂ.. ଜୟସ୍ବାଲ, ରୋହିତଙ୍କ ଅର୍ଦ୍ଧଶତକ..

ମଦ ଦୁର୍ନୀତି ମାମଲାରେ କେଜ୍ରିୱାଲଙ୍କୁ କୋର୍ଟଙ୍କ ସମନ.. ମାର୍ଚ୍ଚ ୧୬ରେ ହାଜର ପାଇଁ ନିର୍ଦ୍ଦେଶ..

ଅର୍ଥତତ୍ତ୍ୱ ଚିଟଫଣ୍ଡ ଲିଙ୍କ ମାମଲାରେ ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ଇଡି ଚଢାଉ.. ଓଡ଼ିଆ ଖବରକାଗଜ ମୁଖ୍ୟ ବିକାଶ ସ୍ୱାଇଁଙ୍କ ଘର ଓ କାର୍ଯ୍ୟାଳୟରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଚଢାଉ..  ୩ଟି ସ୍ଥାନରେ ଏକକାଳୀନ ଚଢାଉ..

ମହାଶିବରାତ୍ରୀ ପାଇଁ ସୁରକ୍ଷା ବ୍ୟବସ୍ଥା କଡାକଡି.. ଭୁବନେଶ୍ୱର ଡିସିପି ପ୍ରତୀକ ସିଂଙ୍କ ସୂଚନା..

ଆଉଟସୋର୍ସିଂ କର୍ମଚାରୀଙ୍କ ଦରମା ୨୫% ବୃଦ୍ଧି କଲେ ରାଜ୍ୟ ସରକାର.. ପ୍ରତି ୫ ବର୍ଷର ଅଭିଜ୍ଞତା ପାଇଁ ମାସିକ ଅଧିକ ଏକ ହଜାର ଟଙ୍କା ମିଳିବ..

ବିଜେଡିରେ ଯୋଗଦେଲେ ବରିଷ୍ଠ ନେତା ବିଜୟ ମହାପାତ୍ରଙ୍କ ପୁଅ ଅରବିନ୍ଦ ମହାପାତ୍ର..

ଆଶାକର୍ମୀଙ୍କ ମାସିକ ପାରିଶ୍ରମିକ ବୃଦ୍ଧି କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ.. ମାସିକ ୪,୫୦୦ ଟଙ୍କାରୁ ୭ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି..

ମାଲକାନଗିରିରେ ବାହାଘର ଭୋଜି ଖାଇ ଜଣେ ମୃତ, ୪ ଗୁରୁତର..

Hot this week

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

ଯାତ୍ରୀଙ୍କୁ ଟିକଟ ଅର୍ଥ ଫେରାଇଲା ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନ ଉଡାଣ ବାତିଲ ବାବଦକୁ ଇଣ୍ଡିଗୋ ଏୟାର ଲାଇନ୍ସ...

Related Articles

Popular Categories