www.samajalive.in
Friday, December 12, 2025
15.1 C
Bhubaneswar

ପ୍ରସାଦ ହରିଚନ୍ଦନଙ୍କୁ ନୂଆ ଦାୟିତ୍ବ, ରାଜ୍ୟ କଂଗ୍ରେସ ନିର୍ବାଚନ ପରିଚାଳନା ଆବାହକ ଭାବେ ନିଯୁକ୍ତ

ଭୁବନେଶ୍ବର: ପୂର୍ବତନ ପିସିସି ସଭାପତି ପ୍ରସାଦ ହରିଚନ୍ଦନଙ୍କୁ ଏଆଇସିସି(ଅଲ ଇଣ୍ଡିଆ କଂଗ୍ରେସ କମିଟି) ନୂଆ ଦାୟିତ୍ବ ଦେଇଛି। ଆଜି ଏଆଇସିସି ପକ୍ଷରୁ ପ୍ରସାଦ ହରିଚନ୍ଦନଙ୍କୁ ରାଜ୍ୟ କଂଗ୍ରେସ ନିର୍ବାଚନ ପରିଚାଳନା ଆବାହକ ଭାବେ ନିଯୁକ୍ତ କରାଯାଇଛି।

ପ୍ରସାଦ ହରିଚନ୍ଦନ ଗଣମାଧ୍ୟମ ସହ ସମନ୍ବୟ ଏବଂ ୱାର ରୁମ ପରିଚାଳନା ଆଦି ବୁଝିବେ ପ୍ରସାଦ ଏବଂ ପ୍ରଗମନ ଓ ରାଜନୈତିକ କାର୍ଯ୍ୟକ୍ରମ ସମ୍ପର୍କରେ ବୁଝାବୁଝି କରିବେ ବୋଲି ଏଆଇସିସି ନିର୍ଦେଶ ଜାରି କରିଛି।

- Advertisement -

କଂଗ୍ରେସ ଟିକେଟରେ ପ୍ରସାଦ ହରିଚନ୍ଦନ ୩ ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ପୁରୀ ସତ୍ୟବାଦୀ ବିଧାନସଭା ଆସନରୁ ସେ ୧୯୯୫, ୨୦୦୦ ଓ ୨୦୦୯ରେ ବିଜୟୀ ହୋଇଥିଲେ।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories