www.samajalive.in
Monday, December 8, 2025
20.1 C
Bhubaneswar

ମହିଳା ଦିବସରେ ମୋଦୀଙ୍କ ବଡ ଭେଟି: କମିଲା ଗ୍ୟାସ୍‍ ସିଲିଣ୍ଡର ଦର

ନୂଆଦିଲ୍ଲୀ: ମହିଳା ଦିବସରେ ମହିଳାଙ୍କ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବଡ ଘୋଷଣା କରିଛନ୍ତି। ଗ୍ୟାସ ସିଲିଣ୍ଡର ପିଛା ୧୦୦ଟଙ୍କା ହ୍ରାସ କରିଥିବା ଏକ୍ସ ଆକାଉଣ୍ଟରେ ସୂଚନା ଦେଇଛନ୍ତି ମୋଦୀ। ଏହାଦ୍ୱାରା ଦେଶର କୋଟି କୋଟି ପରିବାରର ଆର୍ଥିକ ଚାପ କମିବ ଏବଂ ପରିବେଶ ସୁରକ୍ଷା ଦିଗରେ ମଧ୍ୟ ସହାୟକ ହେବ। ବିଶେଷ କରି ନାରୀ ଶକ୍ତି ଏହାଦ୍ୱାରା ଉପକୃତ ହେବ ବୋଲି ମୋଦୀ କହିଛନ୍ତି।

 

- Advertisement -

Hot this week

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

ଟ୍ରେଲର ଧକ୍କାରେ ୩ ଗୁରୁତର

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ଚିଲିଗୁଡା ବସଷ୍ଟାଣ୍ଡ ବୁଲାଣିରେ ସୋମବାର ଏକ...

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

Related Articles

Popular Categories