www.samajalive.in
Thursday, December 11, 2025
15.1 C
Bhubaneswar

ପ୍ରଥମ ନ୍ୟାସନାଲ କ୍ରିଏଟର ଆୱାର୍ଡ ପ୍ରଦାନ କଲେ ମୋଦୀ

ନୂଆଦିଲ୍ଲୀ: ଭାରତ ମଣ୍ଡପମରେ ପ୍ରଥମ ନ୍ୟାସନାଲ କ୍ରିଏଟର ଆୱାର୍ଡ ପ୍ରଦାନ କରାଯାଇଛି। ୨୦ଟି ବିଭାଗରେ ୨୩ଜଣଙ୍କୁ ପୁରସ୍କାର କରିଛନ୍ତି ପ୍ରଧାନମନ୍ତ୍ରୀ। କଥାବାଚକ ଜୟାକିଶୋରୀ, ୟୁଟ୍ୟୁବର କାମିୟା ଜାନି, ୟୁଟ୍ୟୁବର ରଣଧୀର ଆହ୍ଲାବାଦିଆ, କଣ୍ଠଶିଳ୍ପୀ ମେଥିଲୀ ଠାକୁରଙ୍କ ସମେତ ଅନ୍ୟମାନଙ୍କୁ ପୁରସ୍କୃତ କରାଯାଇଥିଲା। ଏହି ଅବସରରେ ମୋଦୀ କହିଛନ୍ତି ଆପଣମାନେ ହେଉଛନ୍ତି ସେହି ଲୋକ ଯେଉଁମାନେ ନିଜ ପାଇଁ ସ୍ୱତନ୍ତ୍ର ସ୍ଥାନ ତିଆରି କରିଛନ୍ତି। ଏହି କାରଣରୁ ଆପଣମାନେ ଭାରତ ମଣ୍ଡପମରେ ପହଂଚିଛନ୍ତି। ଏଠାରେ ଜି୨୦ ସମ୍ମିଳନୀ ଆୟୋଜିତ ହୋଇଥିଲା। ବିଶ୍ୱର ନିର୍ମାଣ କିଭଳି ହେବା ଦରକାର ତାହା ଆଲୋଚନା ହୋଇଥିଲା । ଭାରତର ଭବିଷ୍ୟ କିଭଳି ହେବା ଦରକାର ତାହା ଉପରେ ଚର୍ଚ୍ଚା କରିବାକୁ ସଭିଏଁ ଏଠାରେ ଏକାଠି ହୋଇଥିବା ମୋଦୀ କହିଛନ୍ତି।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories