www.samajalive.in
Friday, December 12, 2025
26.1 C
Bhubaneswar

ସର୍ବଦା କୃଷକଙ୍କ ସ୍ୱାର୍ଥ ପ୍ରତି ଧ୍ୟାନ ଦେଇଛନ୍ତି ପ୍ରଧାନମନ୍ତ୍ରୀ – କୃଷିମନ୍ତ୍ରୀ

ଡେସ୍କ: କେନ୍ଦ୍ର କୃଷିମନ୍ତ୍ରୀ ଅର୍ଜୁନ ମୁଣ୍ଡା କହିଛନ୍ତି ଯେ ନରେନ୍ଦ୍ର ମୋଦୀ ସରକାର ବ୍ୟାବହାରିକ ଆଭିମୁଖ୍ୟ ନେଇ କାମ କରୁଛନ୍ତି। ଶ୍ରୀ ମୁଣ୍ଡା କହିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସର୍ବଦା କୃଷକଙ୍କ ସ୍ୱାର୍ଥ ପ୍ରତି ଧ୍ୟାନ ଦେଇଛନ୍ତି ଏବଂ ସେମାନଙ୍କ ସମସ୍ୟାର ସମାଧାନ ପାଇଁ ପଦକ୍ଷେପ ନେଇଛନ୍ତି। ଶ୍ରୀ ମୁଣ୍ଡା କହିଛନ୍ତି ଯେ ଗତକାଲି ସରକାର ନଳିତା (ଝୋଟ) ଚାଷୀଙ୍କ ପାଇଁ ସର୍ବନିମ୍ନ ସହାୟକ ମୂଲ୍ୟ ଧାର୍ଯ୍ୟ କରିଛନ୍ତି ଯାହା ସେମାନଙ୍କୁ ଉପକୃତ କରିବ। ୨୦୨୪-୨୫ ବର୍ଷ ପାଇଁ ଏମଏସପି ପୂର୍ବ ଋତୁ ତୁଳନାରେ କ୍ୱିଣ୍ଟାଲ ପିଛା ୨୮୫ ଟଙ୍କା ବୃଦ୍ଧି ପାଇଛି।

୯ଟି ମନ୍ତ୍ରଣାଳୟ ମାଧ୍ୟମରେ କାର୍ଯ୍ୟକାରୀ ହେଉଛି ଜନଜାତି ନ୍ୟାୟ ମହା ଅଭିଯାନ

Hot this week

ସୁନା ଓ ରୂପା ଦର ରେକର୍ଡ ଭାଙ୍ଗିଲା

ନୂଆଦିଲ୍ଲୀ- ପୁଣି ଥରେ ସୁନା ଏବଂ ରୂପା ସମସ୍ତ ରେକର୍ଡ ଭାଙ୍ଗିଛି।...

୬ ଦେଶରେ ବ୍ୟାନ ଫିଲ୍ମ ଧୁରନ୍ଧର

ମୁମ୍ବାଇ :ସାଉଦି ଆରବ ,ୟୂଏଇ ଓ କତାରରେ ବ୍ୟାନ ହେଲା ହିନ୍ଦୀ...

ତୃତୀୟ ବିଶ୍ୱଯୁଦ୍ଧ ପରିସ୍ଥିତି- ଟ୍ରମ୍ପ ଦେଲେ ଚେତାବନୀ

ନ୍ୟୁୟର୍କ - ବିଶ୍ୱ ତୃତୀୟ ବିଶ୍ୱ ଆଡକୁ ମୁହାଁଉଛି । ରୁଷ୍‌...

କମୁନି ‘ଧୁରନ୍ଧର’ର କ୍ରେଜ୍।

ମୁମ୍ବାଇ :କମୁନି 'ଧୁରନ୍ଧର'ର କ୍ରେଜ୍। ଡିସେମ୍ବର ୫ରେ ରିଲିଜ ଛି 'ଧୁରନ୍ଧର'।...

ସାଉଥ୍ ଏସିଆନ୍‌ ମୈତ୍ରୀ ସମ୍ମିଳନୀ ଉଦ୍‌ଘାଟିତ: ଯୋଗଦେଲେ ବିଭିନ୍ନ ରାଜ୍ୟର ଶତାଧିକ ପ୍ରତିନିଧି

ବ୍ରହ୍ମପୁର: ଶୁକ୍ରବାର ଗଞ୍ଜାମ ଜିଲ୍ଲାର ଗୋପାଳପୁର ବେଳାଭୂମିଠାରେ ୩୫ତମ ସାଉଥ୍ ଏସିଆନ୍...

Related Articles

Popular Categories