www.samajalive.in
Saturday, December 6, 2025
15.1 C
Bhubaneswar

ବିଲ ନଡ଼ା ନିଆଁରେ ପୋଡି ବୃଦ୍ଧ ମୃତ

ପାଟଣା : ପାଟଣା ବ୍ଲକ ଅନ୍ତର୍ଗତ ବାଉଁଶୁଳି ପଞ୍ଚାୟତ ନିଶ୍ଚିନ୍ତପୁର ଗ୍ରାମରେ ଜଣେ ବୃଦ୍ଧ ନିଆଁରେ ପୋଡ଼ି ହୋଇ ପ୍ରାଣ ହରାଇଛନ୍ତି। ମୃତକ ଜଣକ ନିଶ୍ଚିନ୍ତପୁର ଗ୍ରାମର ଦୁତ ମହାନ୍ତ(୬୫) ବୋଲି ଜଣାପଡିଛି। ସେ ବିଲରେ ନଡ଼ା ପଡୁଥିବା ବେଳେ ଅସାବଧାନତା ବଶତଃ ନିଆଁ ଘେର ଭିତରେ ରହିଥିବାରୁ ତାଙ୍କ ଦେହରେ ନିଆଁ ଲାଗି ଯାଇଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ କେନ୍ଦୁଝର ଡାକ୍ତରଖାନା ନିଆଯାଇଥିଲେ ମଧ୍ୟ ତାଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories