www.samajalive.in
Friday, December 5, 2025
20.1 C
Bhubaneswar

ମଧ୍ୟାହ୍ନ ୧୨ଟା ମୁଖ୍ୟ ଖବର

ପୁରୀ: ବଡଦେଉଳ ଦକ୍ଷିଣ-ପଶ୍ଚିମ ପଟ ମନ୍ଦିରରୁ ଖସିଲା ପଥର..

ବିମଳା ମନ୍ଦିର ନିକଟ ବରାହ ମନ୍ଦିର ପାଖ ମୁଖ୍ୟ ମନ୍ଦିରରୁ ପଥର ଖସିପଡିଛି..

- Advertisement -

ପଥର ଖସି ଏକାଦଶୀ ମନ୍ଦିରର ଟିଣ ଛାତ କଣା ହୋଇଥିବା ସୂଚନା..

ଏଏସଆଇ ପକ୍ଷରୁ ଦକ୍ଷିଣ ଘର ପଛପଟୁ ଅନେକ ପଥର ପରିବର୍ତ୍ତନ କରାଯାଇଥିଲା..

ଅରୁଣାଚଳ ପ୍ରଦେଶ ଓ ଆସାମକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦୁଇଦିନିଆ ଗସ୍ତ ..

ଦ୍ୱିତୀୟ ଦିନରେ ସକାଳୁ ସକାଳୁ ଆସାମର କାଜିରଙ୍ଗା ନ୍ୟାସନାଲ ପାର୍କ ଆଣ୍ଡ ଟାଇଗର ରିଜର୍ଭରେ ହାତୀ ପିଠିରେ ବୁଲିଛନ୍ତି ମୋଦୀ..

କୋଇଡା: କୁଷୁମୁଣ୍ଡି ଗାଁ ପୁଣ୍ଡୁପୋଖରୀ ସାହିରେ ହାତୀ ଆକ୍ରମଣରେ ମହିଳା ମୃତ..

ହାତୀ ଭୟରେ ଘରୁ ବାହାରକୁ ଯିବା ବେଳେ କଚାଡି ମାରିଲା..

ଫୁଲବାଣୀ: ପୁଲିସ ଇନଫର୍ମର ସନ୍ଦେହରେ ଦମ୍ପତିଙ୍କୁ ହତ୍ୟା କଲେ ମାଓବାଦୀ..

ଗୋଛାପଡା ଥାନା ବିଡାପଦର ଗାଁରେ ମାଓବାଦୀଙ୍କ ବର୍ବରତା..

ଗାଁ ନିକଟ ଜଙ୍ଗଲରେ ଦମ୍ପତିଙ୍କୁ ହତ୍ୟା କରାଯାଇଥିବା ସୂଚନା..

Hot this week

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

Related Articles

Popular Categories