www.samajalive.in
Saturday, December 13, 2025
26.1 C
Bhubaneswar

ଏନଡିଏରେ ସାମିଲ ହେଲା ଟିଡିପି ଓ ଜନସେନା ପାର୍ଟି

ନୂଆଦିଲ୍ଲୀ: ଏନଡିଏରେ ତେଲୁଗୁ ଦେଶମ ପାର୍ଟି(ଟିଡିପି) ସାମିଲ ହେବା ନେଇ ଟିଡିପି ସାଂସଦ କନକମେଦଲା ରବୀନ୍ଦ୍ର କୁମାରଙ୍କ ସୂଚନା ଦେଇଛନ୍ତି। ଟିଡିପି ସହ ଜନସେନା ପାର୍ଟି ମଧ୍ୟ ଏନଡିଏରେ ସାମିଲ ନେଇ ସେ ପ୍ରକାଶ କରିଛନ୍ତି। ଚଳିତ ବର୍ଷ ଚନ୍ଦ୍ରବାବୁ ନାଇଡୁ ଓ ପବନ କଲ୍ୟାଣଙ୍କ ଦଳ ସହ ମିଶି ବିଜେପି ଆନ୍ଧ୍ରପ୍ରଦେଶରେ ନିର୍ବାଚନ ଲିବେ ବୋଲି ଜଣାପଡ଼ିଛି।

ଏଥିପାଇଁ ଆସନ ଭାଗବଣ୍ଟା ଓ ବୁଝାମଣା ଚୂଡ଼ାନ୍ତ ପର୍ୟ୍ୟାୟରେ ପହଞ୍ଚିଛି। ତେଲୁଗୁ ଦେଶମ ପାର୍ଟି(ଟିଡିପି) ଅଧ୍ୟକ୍ଷ ଚନ୍ଦ୍ରବାବୁ ନାଇଡୁ ଓ ଜନ ସେନା ପାର୍ଟି(ଜେଏସ୍ପି) ପ୍ରମୁଖ ପବନ କଲ୍ୟାଣ ନୂଆ ଦିଲ୍ଲୀରେ ଗୃହମନ୍ତ୍ରୀ ଅମିତ ଶାହ ମିଶି ଆଲୋଚନା କରିବା ପରେ ଏଡିଏରେ ସାମିଲ ହେବା ନେଇ ଉଭୟ ଦଳ ପକ୍ଷରୁ ଘୋଷଣା କରାଯାଇଛି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories