www.samajalive.in
Monday, December 8, 2025
13.1 C
Bhubaneswar

ଜଳିଗଲା ପାଉଡ଼ର ବୋଝେଇ ଟ୍ରକ

କେନ୍ଦୁଝର : କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ଖିରେଇ ଟାଙ୍ଗିରି ନିକଟରେ ଏକ ଟ୍ରକ ଜଳିଯାଇଛି। ଏଥିରେ କେହି ମୃତାହତ ହୋଇନଥିବା ଜଣାପଡ଼ିଛି। ସୂଚନା ଅନୁଯାୟୀ, ଟ୍ରକରେ ପାଉଡ଼ର ବୋଝେଇ ହୋଇଥିଲା। ଟ୍ରକଟି କଲିକତାରୁ ମୁମ୍ବାଇ ଯାଉଥିଲା। ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି। ଖବର ପାଇ ଦମକଳ ବାହିନୀ ଓ ପୁଲିସ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ।

Hot this week

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

ଯାତ୍ରୀଙ୍କୁ ଟିକଟ ଅର୍ଥ ଫେରାଇଲା ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନ ଉଡାଣ ବାତିଲ ବାବଦକୁ ଇଣ୍ଡିଗୋ ଏୟାର ଲାଇନ୍ସ...

Related Articles

Popular Categories