www.samajalive.in
Tuesday, December 9, 2025
26.1 C
Bhubaneswar

ଇବ୍ ନଦୀରୁ ଦୁଇ ଜଣଙ୍କ ମୃତଦେହ ଉଦ୍ଧାର

ସୁନ୍ଦରଗଡ: ସୁନ୍ଦରଗଡ ଇବ୍ ନଦୀରେ ଭାସିଯାଇଥିବା ୩ ଜଣଙ୍କ ମଧ୍ୟରୁ ମିଳିଲା ଦୁଇ ଜଣଙ୍କ ମୃତଦେହ। ଆଜି(ରବିବାର) ସକାଳୁ ଦୁଇ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଏବେ ବି ଜଣେ ନିଖୋଜ ରହିଛନ୍ତି। ଗତକାଲି ଦିନ ତମାମ ଖୋଜାଖୋଜି କରିବା ପରେ ବି ମୃତଦେହ ମିଳିନଥିଲା। ଅନ୍ଧାର ହୋଇଯାଇଥିବାରୁ ଗତକାଲି ଉଦ୍ଧାର କାର୍ଯ୍ୟ ବନ୍ଦ ରହିଥିଲା। ଆଜି ପୁଣି ରେସକ୍ୟୁ ଅପରେସନ୍ କରାଯାଇଥିଲା।  ଶନିବାର ଏମାନେ ପରିବାର ସହ ଭୋଜି କରିବାକୁ ଆସିଥିବାବେଳେ ଭାସିଯାଇଥିଲେ।

Hot this week

ପ୍ରଥମେ ବ୍ୟାଟିଂ କରିବ ଭାରତ

କଟକ: ଆଉ ମାତ୍ର କିଛି ସମୟର ଅପେକ୍ଷା। କଟକ ବାରବାଟୀ ଷ୍ଟାଡିୟମରେ...

ଇଣ୍ଡୋନେସିଆରେ ବଡ଼ ଧରଣର ଅଗ୍ନିକାଣ୍ଡ, ୨୦ ମୃତ

ସମାଜଲାଇଭ ଡେସ୍କ: ଇଣ୍ଡୋନେସିଆର ଜାକାର୍ତ୍ତାରେ ମଙ୍ଗଳବାର ଏକ ବଡ଼ ଧରଣର ଅଗ୍ନିକାଣ୍ଡ...

ଯୁକ୍ତ ଦୁଇ ପରୀକ୍ଷା ସୂଚୀ ସାମାନ୍ୟ ପରିବର୍ତ୍ତନ

ଭୁବନେଶ୍ଵର : ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି।...

ଦେଢ଼ବର୍ଷରେ ମଲେଣି ୧୩୬ ହାତୀ

ସମାଜଲାଇଭ ଡେସ୍କ: ରାଜ୍ୟରେ ହାତୀ ଅସୁରକ୍ଷିତ। ହାତୀ ମୃତ୍ୟୁ ରୋକିବାରେ ସରକାର...

ପାନୀୟଜଳ ସମସ୍ୟା ଦୂର ପାଇଁ ନିର୍ମାଣ ହେଉଛି ୬,୬୪୬ ନୂତନ ନଳକୂପ

ସମାଜଲାଇଭ ଡେସ୍କ: ରାଜ୍ୟରେ ଆଗକୁ ଆସୁଥିବା ଖରାଦିନ ପୂର୍ବରୁ ପାନୀୟଜଳ ସମସ୍ୟା...

Related Articles

Popular Categories