www.samajalive.in
Saturday, December 6, 2025
14.1 C
Bhubaneswar

ଦୁର୍ଗାପାଙ୍ଗା ଜଙ୍ଗଲରେ ଗୁଳି ବିନିମୟ: ଛତ୍ରଭଙ୍ଗ ଦେଲେ ମାଓବାଦୀ

ଫୁଲବାଣୀ: ଏସଓଜି ଯବାନ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ । କୋଟଗଡ -ବେଲଘର ଥାନା ଦୁର୍ଗାପାଙ୍ଗା ଜଙ୍ଗଲରେ ଗୁଳି ବିନିମୟ ହୋଇଛି। ଶନିବାର  ଗୁଳିବିନିମୟ ହୋଇଥିବା କନ୍ଧମାଳ ଏସପି ସୂଚନା ଦେଇଛନ୍ତି। ଗୁଳି ବିନିମୟ ଯୋଗୁଁ ମାଓବାଦୀମାନେ ଛତ୍ରଭଙ୍ଗ ଦେଇଛନ୍ତି। ସର୍ଚ୍ଚ ଅପରେସନ୍ ବେଳେ ମାଓ କ୍ୟାମ୍ପ ଠାବ ହେବା ସହ ତାକୁ ଧ୍ଵଂସ କରାଯାଇଛି। ବଂଶଧାରା ଘୁମୁସର ନାଗାବଳୀ ଡିଭିଜନର ମାଓ କ୍ୟାମ୍ପ ଠାବ ହୋଇଛି। ୭ଟି ଉନ୍ନତମାନର ଗ୍ରେନେଡ୍ , ୩ଟି ଜିଲୋଟିନ୍ ଓ ସୋଲାର୍ ପ୍ୟାନେଲ ଜବତ କରାଯାଇଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories