www.samajalive.in
Wednesday, December 10, 2025
16.1 C
Bhubaneswar

ପାକିସ୍ତାନରେ ଆତ୍ମଘାତୀ ବିସ୍ଫୋରଣ, ୨ ଜଣଙ୍କ ମୃତ୍ୟୁ

ଇସଲାମାବାଦ : ପାକିସ୍ତାନର ପେସାଓ୍ବର ସ୍ଥିତ ବୋର୍ଡ ବଜାରରେ ରବିବାର ଏକ ଆତ୍ମଘାତୀ ବିସ୍ଫୋରଣରେ ୨ ଜଣଙ୍କ ମୃତ୍ୟୁ ହେବା ସହ ଜଣେ ଆହତ ହୋଇଛନ୍ତି । ସୂଚନା ଅନୁସାରେ ଯେଉଁ ୨ ଜଣଙ୍କ ମୃତ୍ୟୁ ହୋଇଛି ସେମାନେ ପାକିସ୍ତାନ ଆଇଏସଆଇର ଅଧିକାରୀ । ବିସ୍ଫୋରଣ ପରେ ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଥିଲେ । ଆହତଙ୍କୁ ତୁରନ୍ତ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା ଏବଂ ଘଟଣାସ୍ଥଳକୁ ଯାଞ୍ଚ ପାଇଁ ଘେରାବନ୍ଦୀ କରାଯାଇଥିଲା । ତେବେ ଏହି ବିସ୍ଫୋରଣ ପଛରେ କାହାର ହାତ ରହିଛି ଏପର୍ଯ୍ୟନ୍ତ ଜଣାପଡିନି ।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories