www.samajalive.in
Sunday, December 7, 2025
15.1 C
Bhubaneswar

ଇଲେକ୍ଟୋରାଲ୍‌‌ ବଣ୍ଡ: ଆସନ୍ତାକାଲି କାଲି ସୁଦ୍ଧା ତଥ୍ୟ ଦେବାକୁ ଏସବିଆଇକୁ ନିର୍ଦ୍ଦେଶ

ନୂଆଦିଲ୍ଲୀ: ଇଲେକ୍ଟୋରାଲ୍‌‌ ବଣ୍ଡ ମାମଲାରେ ସୋମବାର ସୁପ୍ରିମକୋର୍ଟରେ ଶୁଣାଣି ହୋଇଛି। ଏହି ମାମଲାରେ କଡା ଅଭିମୁଖ୍ୟ ଗ୍ରହଣ କରିଛନ୍ତି ସର୍ବୋଚ୍ଚ ଅଦାଲତ। ଆସନ୍ତାକାଲି ସୁଦ୍ଧା ନିର୍ବାଚନ ବଣ୍ଡର ତଥ୍ୟ ଦେବାକୁ ଏସବିଆଇକୁ ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ। ବଣ୍ଡ ତଥ୍ୟ ଦେବାକୁ ସମୟ ମାଗିଥିଲା ଷ୍ଟେଟ ବ୍ୟାଙ୍କ ଅଫ୍‌‌ ଇଣ୍ଡିଆ। ହେଲେ ଏହାକୁ ଅଗ୍ରାହ୍ୟ କରିଛନ୍ତି କୋର୍ଟ। ତଥ୍ୟ ଦେବାରେ ବିଳମ୍ବ ପାଇଁ ଏସବିଆଇକୁ ଭର୍ତ୍ସନା କରିଛନ୍ତି ସୁପ୍ରିମକୋର୍ଟ। ୨୬ଦିନ ଭିତରେ କଣ ପଦକ୍ଷେପ ନେଇଛ ବୋଲି କୋର୍ଟ ପ୍ରଶ୍ନ କରିଛନ୍ତି। ମଙ୍ଗଳବାର ସନ୍ଧ୍ୟା ୫ଟା ସୁଦ୍ଧା ତଥ୍ୟ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories