www.samajalive.in
Sunday, December 14, 2025
23.1 C
Bhubaneswar

ଛାତ୍ରୀଙ୍କ ଉପରେ ମାଡିଗଲା କାର

ଭଦ୍ରକ: ଭଦ୍ରକ-ଚାନ୍ଦବାଲି ରାସ୍ତାର ନନ୍ଦପୁର ଛକରେ କାର ଧକ୍କାରେ କଲେଜ ଛାତ୍ରୀଙ୍କ ମୃତ୍ୟୁ ହୋଇଛି। ସୋମବାର ସକାଳ ୧୦ଟାରେ କଲେଜ ଯିବାବେଳେ ଛାତ୍ରୀଙ୍କ ଉପରକୁ କାର ମାଡିଯାଇଥିଲା। ମୃତ ଛାତ୍ରୀଙ୍କ ନାମ ପ୍ରଭାସିନୀ ନାୟକ। ଛାତ୍ରୀ ମୃତ୍ୟୁ ପରେ ଉତ୍ତ୍ୟକ୍ତ ଲୋକମାନେ ଡ୍ରାଇଭରଙ୍କୁ ଅଟକ ରଖି ରାସ୍ତାରୋକ କରିଛନ୍ତି। କ୍ଷତିପୂରଣ ଦାବିରେ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇବା ସହ ଲୋକେ ଡ୍ରାଇଭରକୁ ମାଡ କରିଥିଲେ। ବିଡ଼ିଓ ଏବଂ ତହସିଲଦାର ପହଂଚି ଲୋକଙ୍କୁ ବୁଛାସୁଝା କରିଥିଲେ। ଜିଲା ରେଡକ୍ରସ ପାଣ୍ଠିରୁ ପ୍ରଭାସିନୀଙ୍କ ପରିବାରକୁ ୨୫ହଜାର ଟଙ୍କା ଦେବା ସହିତ ଅନ୍ୟାନ୍ୟ ପ୍ରତିଶ୍ରୁତି ଦେଇବାରୁ ରାସ୍ତାରୋକ ହଟିଥିଲା।

Hot this week

ଦିଲ୍ଲୀରେ ଗ୍ରାପ୍‌-୩ କଟକଣା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଶନିବାର ଅତ୍ୟଧିକ ପ୍ରଦୂଷିତ ହୋଇପଡିଥିବାରୁ...

୧୫୫ଟି ବାର୍ ରେ ଅବକାରୀ ବିଭାଗର ଚଢାଉ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷ ପୂର୍ବରୁ ରାଜଧାନୀ ଭୁବନେଶ୍ୱରରେ ବିଭିନ୍ନ...

ପୁଅର ପରୀକ୍ଷା ପାଇଁ ୮୦୦ କିମି କାର୍‌ ଡ୍ରାଇଭ୍‌ କଲେ ବାପା

ଚଣ୍ଡିଗଡ଼ : ଇଣ୍ଡିଗୋ ସଙ୍କଟ ସମୟରେ ଦେଶର ବିଭିନ୍ନ ବିମାନ ବନ୍ଦରରେ...

ଯାତ୍ରୀଙ୍କୁ ୫୦୦ କୋଟିରୁ ଅଧିକ କ୍ଷତିପୂରଣ ଦେବ ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନସେବାରୁ ବଞ୍ଚିତ ହୋଇଥିବା ତଥା ଅଧିକ ମାତ୍ରାରେ ପ୍ରଭାବିତ...

ପରୀକ୍ଷା ବେଳେ ବିଶ୍ୱବିଦ୍ୟାଳୟରେ ଗୁଳିକାଣ୍ଡ: ୨ମୃତ

ସମାଜ ଡିଜିଟାଲ ଡେସ୍କ: ଆମେରିକାର ବ୍ରାଉନ୍ ବିଶ୍ୱବିଦ୍ୟାଳୟରେ ଜଣେ ଯୁବକ ପ୍ରବେଶ...

Related Articles

Popular Categories