www.samajalive.in
Sunday, December 7, 2025
26.1 C
Bhubaneswar

ମିରିଗିଖୋଜି-କୁଣ୍ଡଳା ରାସ୍ତା ଏବେ ମରଣଯନ୍ତା

ପାଟଣା : କେନ୍ଦୁଝର ଜିଲ୍ଲା ପାଟଣା ବ୍ଲକ ଅନ୍ତର୍ଗତ ମିରିଗିଖୋଜି ଏବଂ କୁଣ୍ଡଳା ରାସ୍ତା ଏବେ ମରଣଯନ୍ତା ପାଲିଟିଛି। ଗତ ବର୍ଷା ଋତୁରେ ପ୍ରବଳ ବଢ଼ି ଆସି ଏହି ରାସ୍ତା ପାର୍ଶ୍ଵକୁ ଧୋଇ ନେଇଥିଲା। ଏହି ରାସ୍ତାଟି ପାଟଣାରୁ ଠାକୁରମୁଣ୍ଡାକୁ ସଂଯୋଗ କରୁଥିବା ବେଳେ ଏହି ରାସ୍ତାରେ ପ୍ରତ୍ୟେକ ଦିନ ଶହ ଶହ ମଟର ସାଇକେଲ, ବହୁ ଯାତ୍ରୀବାହୀ ବସ , ରୋଗୀ ଯାନ ଏବଂ ଅଟୋ ଯାତାୟାତ କରୁଥିବା ବେଳେ ସ୍କୁଲ ପିଲା ମାନେ ସାଇକେଲରେ ଯାତାୟାତ କରୁଛନ୍ତି। ସାମାନ୍ୟତମ ଅସାବଧାନତା ହେଲେ ଜୀବନ ପ୍ରତି ଏଠାରେ ବିପଦ ଭୟ ରହୁଛି। ଏହି ବିପଦ ସଂକୁଳ ଅବସ୍ଥାରେ ଥିବା ରାସ୍ତାଟିକୁ ତୁରନ୍ତ ମରାମତି କରିବାକୁ ବୁଦ୍ଧିଜୀବୀ ମହଲରେ ଦାବି ହୋଇଛି।

Hot this week

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

Related Articles

Popular Categories