www.samajalive.in
Sunday, December 14, 2025
19.1 C
Bhubaneswar

କଂଗ୍ରେସରେ ସାମିଲ ହେଲେ ପୂର୍ବତନ ବିଧାୟକ ସୁଦର୍ଶନ ଜେନା

ଭୁବନେଶ୍ୱର : ରେମୁଣାର ପୂର୍ବତନ ବିଧାୟକ ସୁଦର୍ଶନ ଜେନା କଂଗ୍ରେସରେ ସାମିଲ ହୋଇଛନ୍ତି । ସୋମବାର ପ୍ରଭାରୀ, ପିସିସି ସଭାପତିଙ୍କ ଉପସ୍ଥିତିରେ କଂଗ୍ରେସରେ ସାମିଲ  ହେବା ସମୟରେ ଗଣତନ୍ତ୍ରକୁ ବଞ୍ଚାଇବାକୁ କଂଗ୍ରେସରେ ଯୋଗ ଦେଲି ବୋଲି କହିଛନ୍ତି ସୁଦର୍ଶନ ଜେନା । କହିରଖୁଛୁ ୩ ଦିନ ତଳେ ସେ ବିଜେଡିରୁ ଇସ୍ତଫା ଦେଇଥିଲେ । ନିଜ ଇସ୍ତଫାପତ୍ର ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକଙ୍କ ପାଖକୁ ପଠାଇଥିଲେ । ତାଙ୍କୁ ଦଳରେ ଅପମାନ ଏବଂ ଅଣଦେଖା କରାଯାଉଥିଲା ବୋଲି ସେ ଇସ୍ତଫା ଦେଇଛନ୍ତି ବୋଲି ପତ୍ରରେ ଦର୍ଶାଇଥିଲେ ।

 

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories