www.samajalive.in
Sunday, December 7, 2025
26.1 C
Bhubaneswar

ଆନ୍ଧ୍ର ପ୍ରଦେଶରେ ମେଣ୍ଟ ଚୂଡ଼ାନ୍ତ, ୬ ଲୋକସଭା ଆସନରେ ଲଢ଼ିବ ବିଜେପି

ନୂଆଦିଲ୍ଲୀ: ଆନ୍ଧ୍ର ପ୍ରଦେଶରେ ବିଜେପି-ଟିଡିପି-ଜେଏସପି ମେଣ୍ଟ ଚୂଡ଼ାନ୍ତ ହୋଇସାରିଛି। ଉଭୟ ଲୋକସଭା ଓ ବିଧାନସଭା ପାଇଁ ମେଣ୍ଟ ଘୋଷିତ ହୋଇଛି। ଲୋକସଭାରେ ବିଜେପି ୬, ଟିଡିପି ୧୭ ଏବଂ ଜେଏସପି ୨ଟି ଆସନରେ ଲଢ଼ିବ ବୋଲି ଜଣାପଡ଼ିଛି। ଏହାକୁ ନେଇ ମିିଳିତ ପ୍ରେସ ବିବୃତ୍ତି ଜାରି କରାଯାଇଛି। ଏ ସଂକ୍ରାନ୍ତରେ ଚନ୍ଦ୍ରବାବୁ ନାଇଡୁ ଟ୍ବିଟର ଯୋଗେ ସୂଚନା ଦେଇଛନ୍ତି। ପରବର୍ତ୍ତି ସମୟରେ ୩ଟି ଯାକ ଦଳ ନିଜ ନିଜର ପ୍ରାର୍ଥୀଙ୍କ ନାମ ଘୋଷଣା କରିବେ ବୋଲି ସୂଚନା ଦିଆଯାଇଛି।

Hot this week

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

Related Articles

Popular Categories