www.samajalive.in
Saturday, December 13, 2025
21.1 C
Bhubaneswar

ନବୀନଙ୍କ ବଡ ଘୋଷଣା; ସରପଞ୍ଚ ପାଇବେ . . .

ଭୁବନେଶ୍ୱର: ନିର୍ବାଚନ ପୂର୍ବରୁ ପଞ୍ଚାୟତରାଜ ପ୍ରତିନିଧିମାନଙ୍କ ପାରିତୋଷିକ ଭତ୍ତା ବୃଦ୍ଧି କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଜିଲ୍ଲା ପରିଷଦ ସଦସ୍ୟ, ପଞ୍ଚାୟତ ସମିତି ସଭ୍ୟ, ସରପଞ୍ଚଙ୍କ ଭତ୍ତା ବୃଦ୍ଧି କରାଯାଇଛି । ଏଣିକି ଜିଲା ପରିଷଦ ସଭାପତି ମାସିକ ୩୦ହଜାର ପାଇବେ । ଜିଲା ପରିଷଦ ଉପସଭାପତି ମାସିକ ୨୦ହଜାର ଟଙ୍କା ପାଇବେ । ଏହାସହିତ ଜିଲା ପରିଷଦ ସଭ୍ୟଙ୍କ ମାସିକ ପାରିତୋଷିକ ୧୦ହଜାର ମିଳିବ । ପଞ୍ଚାୟତ ସମିତି ଅଧ୍ୟକ୍ଷମାନେ ମାସକୁ ପାଇବେ ୧୫ହଜାର । ପଞ୍ଚାୟତ ସମିତି ଉପାଧ୍ୟକ୍ଷ ଓ ସମିତି ସଭ୍ୟ ମାନେ ପାଇବେ ୭୫୦୦ ଟଙ୍କା । ସରପଞ୍ଚ ମାନେ ପୂର୍ବରୁ ପାଉଥିଲେ ୨୩୫୦, ଏବେ ପାଇବେ ମାସିକ ୧୦ହଜାର ।

Hot this week

ସମ୍ମାନର ସହିତ ମୃତ୍ୟୁର ଅଧିକାର! -ଇଚ୍ଛାମୃତ୍ୟୁ ପାଇଁ ସୁପ୍ରିମକୋର୍ଟରେ ଆବେଦନ

ନୂଆଦିଲ୍ଲୀ - ଗାଜିଆବାଦର ବାସିନ୍ଦା ଅଶୋକ ରାଣା ଏବଂ ନିର୍ମଳା ରାଣା...

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

Related Articles

Popular Categories