www.samajalive.in
Monday, December 8, 2025
20.1 C
Bhubaneswar

ସଫେଇ କର୍ମଚାରୀଙ୍କୁ ୩ ଦିନ ସମୟ ମାଗିଲା ବିଏମସି; ଲିଖିତ ପ୍ରତିଶ୍ରୁତି ଦାବିରେ ଆନ୍ଦୋଳନକାରୀ

ଭୁବନେଶ୍ୱର: ଆନ୍ଦୋଳନ ପରେ ମଙ୍ଗଳବାର ଅନୁଷ୍ଠିତ ବୈଠକରେ ବିଏମସି ସହିତ ସଫେଇ କର୍ମଚାରୀ ମାନେ ଆଲୋଚନା କରିଛନ୍ତି । ଆଲୋଚନା ସଫଳ ହୋଇଥିବା ମେୟର ସୁଲୋଚନା ଦାସ କହିଛନ୍ତି । କର୍ମଚାରୀଙ୍କ ଦାବି ପୂରଣ ପାଇଁ ୩ଦିନ ସମୟ ମାଗିଛି ବିଏମସି । ୩ଦିନ ମଧ୍ୟରେ ସରକାର ବର୍ଦ୍ଧିତ ଦରମା ନେଇ ଘୋଷଣା କରିବେ । ଅଳିଆ ପୃଥକୀକରଣ ବନ୍ଦ କରିବାକୁ ୧୫ଦିନ ସମୟ ମାଗିଛି ବିଏମସି । ଅନ୍ୟପଟେ ଆନ୍ଦୋଳନକାରୀ ସଫେଇ କର୍ମଚାରୀ କହିଛନ୍ତି ଲିଖିତ ପ୍ରତିଶ୍ରୁତି ନମିଳିବା ଯାଏ ଆନ୍ଦୋଳନ ଜାରି ରହିବ । ସଫେଇ କର୍ମଚାରୀ ମାନେ ଆନ୍ଦୋଳନ କରୁଥିବାରୁ ରାଜଧାନୀ ରାଜରାସ୍ତାରେ କୁଢ କୁଢ ଅଳିଆ ପଡିରହିଛି ।

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

Related Articles

Popular Categories