www.samajalive.in
Saturday, December 13, 2025
26.1 C
Bhubaneswar

୨୨ଟି ନୂଆ ଏନଏସି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟର ୧୩ଟି ଜିଲାରେ ଆଉ ୨୨ଟି ନୂଆ ଏନଏସି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବୌଦ୍ଧ ଜିଲ୍ଲାର ମନମୁଣ୍ଡା, ପୁରୁଣା କଟକ ଓ ବାଉଁଶୁଣି , ବଲାଙ୍ଗିରର ଲୋଇସିଂହା ଓ ସିନ୍ଧେକେଲା, ବରଗଡର ସୋହେଲା, ବାଲେଶ୍ବରର ବାଲିଆପାଳ ଓ ଖଇରା, ଭଦ୍ରକର ଧାମରା, ଢେଙ୍କାନାଳର ରାସୋଳ, ଜଗତସିଂହପୁରର କୁଜଙ୍ଗ, କଳାହାଣ୍ଡିର ନର୍ଲା ଓ ମଦନପୁର ରାମପୁର, ଖୋର୍ଦ୍ଧାର ବୋଲଗଡ , ନୟାଗଡ଼ର ଶରଣକୁଳ, ପୁରୀର ସାକ୍ଷୀଗୋପାଳ ଓ କାକଟପୁର ,ସମ୍ବଲପୁରର ରେଙ୍ଗାଲି ଓ ବାମଣ୍ଡା ଏବଂ ସୁବର୍ଣ୍ଣପୁର ଜିଲ୍ଲାର ସୁବଳୟା ,ଉଲୁଣ୍ଡା ଓ ରାମପୁର ଆଦି ସ୍ଥାନକୁ ଏନଏସି ଘୋଷଣା କରାଯାଇଛି । ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ବିଭିନ୍ନ ଜିଲ୍ଲା ଗସ୍ତ ଅବସରରେ ଜନସାଧାରଣଙ୍କ ପ୍ରସ୍ତାବ ଏବଂ ବିକାଶର ଆବଶ୍ୟକତାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ନେଇଛନ୍ତି ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories