www.samajalive.in
Saturday, December 13, 2025
26.1 C
Bhubaneswar

ପୋଲ ତଳକୁ ଖସିପଡିଲା ଟ୍ରକ୍ : ଦୁଇ ମୃତ

ମୟୂରଭଞ୍ଜ: ମୟୂରଭଞ୍ଜ ବାଙ୍ଗିରପୋଷି ଥାନା ଜଗନ୍ନାଥ ଖୁଣ୍ଟା ଗାଁ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ ଟ୍ରକ୍ ପୋଲ ତଳ କେନାଲକୁ ଖସିପଡିଛି।  ଏଥିରେ ଟ୍ରକ୍ ଡ୍ରାଇଭର ଏବଂ ହେଲପରଙ୍କର ମୃତ୍ୟୁ ଘଟିଛି। ଦୁଇ ମୃତକ ଶ୍ରୀକାକୁଲମ ଅଞ୍ଚଳର ହୋଇଥିବା ଜଣାପଡ଼ିଛି । ଟ୍ରକଟି ମଙ୍ଗଳବାର ବିଳମ୍ବିତ ରାତିରେ ବାରିପଦାରୁ ଝାରପୋଖରୀୟା ଯାଉଥିଲା। ଜଗନ୍ନାଥଖୁଣ୍ଟା ଛକ ନିକଟରେ  ହଠାତ୍ ଟ୍ରକଟି ଭାରସାମ୍ୟ ହରାଇ ୨୦ଫୁଟ୍ ତଳ ସୁବର୍ଣ୍ଣରେଖା କେନାଲ ଭିତରକୁ ଖସି ପଡ଼ିଥିଲା। ପରେ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories