www.samajalive.in
Friday, December 5, 2025
26.1 C
Bhubaneswar

ଗାଁ ନିକଟରୁ ଯୁବକଙ୍କ ମୃତଦେହ ଉଦ୍ଧାର: ଗଳା କାଟି ହତ୍ୟା ସନ୍ଦେହ

ସୁନ୍ଦରଗଡ: ଯୁବକଙ୍କ ଗଳା କାଟି ହତ୍ୟା। ସୁନ୍ଦରଗଡ ଜିଲ୍ଲା  ଧରୁଆଡିହି ଥାନା ଲମଟି ଗାଁ ନିକଟରୁ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ଲମଟି ଗାଁର ଦେବାନନ୍ଦ ସୁନ୍ୟାନି ବୋଲି ଜଣାପଡିଛି । ଏକ ଧାରୁଆ ଅସ୍ତ୍ରରେ ଯୁବକଙ୍କ ଗଳା କାଟି ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି । ବର୍ତ୍ତମାନ ସୁଦ୍ଧା ହତ୍ୟାର କାରଣ ଜଣାପଡିନି। ବୁଧବାର ସକାଳେ କିଛି ସ୍ଥାନୀୟ ଲୋକ ଗାଁର ଏକ ସ୍କୁଲ ନିକଟରେ ସୁନ୍ୟାନିଙ୍କ ମୃତଦେହ ପଡିଥିବା ଦେଖି ପୁଲିସକୁ ଖବର ଦେଇଥିଲେ। ପରେ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ଛାନଭିନ୍ ଜାରି ରଖିଛି।

Hot this week

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

Related Articles

Popular Categories