www.samajalive.in
Sunday, December 7, 2025
26.1 C
Bhubaneswar

ପୁଲକିତ ଓ କ୍ରିତିଙ୍କ ବିବାହ ଉତ୍ସବ ଆଜିଠୁ ଆରମ୍ଭ

ମୁମ୍ବାଇ: ବଲିଉଡ ଅଭିନେତା ପୁଲକିତ ସମ୍ରାଟ ଓ କ୍ରିତି ଖରବନ୍ଦାଙ୍କ ବିବାହ ଉତ୍ସବ ଆରମ୍ଭ ହୋଇଛି । ଦୀର୍ଘ ଦିନର ସମ୍ପର୍କ ପରେ ଦୁହେଁ ଆସନ୍ତା ୧୫ ତାରିଖରେ ବିବାହ କରିବାକୁ ଯାଉଛନ୍ତି । ଦିଲ୍ଲୀରେ ବିବାହ କାର୍ଯ୍ୟକ୍ରମ ଆଜିଠାରୁ ଆରମ୍ଭ ହୋଇଛି । ପଞ୍ଜାବୀ ରୀତିନୀତିରେ ବିବାହ ଉତ୍ସବ ଅନୁଷ୍ଠିତ ହେବ । ଏଥିପାଇଁ ପ୍ରସ୍ତୁତି ଜୋରଦାର ଚାଲିଛି । ଦିଲ୍ଲୀରେ ଉଭୟ ପରିବାର ସଦସ୍ୟ ପହଂଚି ସାରିଥିବା ବେଳେ ମନୋରଞ୍ଜନ ଭିତ୍ତିକ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି । ଆଜି ମେହେନ୍ଦି ସେରିମନି ଓ ୧୪ତାରିଖରେ ହଳଦୀ ପରେ ୧୫ରେ ବିବାହ ଉତ୍ସବ ଅନୁଷ୍ଠିତ ହେବ ।

Hot this week

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

Related Articles

Popular Categories