www.samajalive.in
Saturday, December 13, 2025
26.1 C
Bhubaneswar

ମ.ରାମପୁରକୁ ଏନଏସି ଘୋଷଣାକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜ୍ଞାପନ

ମ.ରାମପୁର: କଳାହାଣ୍ଡି ଜିଲା ମ.ରାମପୁରକୁ ରାଜ୍ୟ ସରକାର ଏନଏସି ଘୋଷଣା କରିଥିବାରୁ ଅଞ୍ଚଳର ଲୋକମାନଙ୍କ ମଧ୍ୟରେ ଖୁସିର ଲହରୀ ଖେଳି ଯାଇଛି। ଅଞ୍ଚଳବାସୀ ଦୀର୍ଘ ବର୍ଷ ଧରି ଏନଏସି ମାନ୍ୟତା ଦାବି କରିଆସୁଥିବା ବେଳେ ରାଜ୍ୟ ସରକାର ଏହାକୁ ଏନଏସି ମାନ୍ୟତା ପ୍ରଦାନ କରିଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ୫-ଟି ଅଧ୍ୟକ୍ଷ ଭିକେ ପାଣ୍ଡିଆନ ଓ ନର୍ଲା ବିଧାୟକ ଭୁପିନ୍ଦର ସିଂହଙ୍କୁ ଅଞ୍ଚଳବାସୀ ଧନ୍ୟବାଦ ଜଣାଇବା ସହ କୃତଜ୍ଞତା ଜ୍ଞାପନ କରିଛନ୍ତି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories