www.samajalive.in
Sunday, December 14, 2025
15.1 C
Bhubaneswar

ହତ୍ୟା ଅଭିଯୋଗରେ ଜଣେ ଗିରଫ

ଭବାନୀପାଟଣା: ନର୍ଲା ଥାନା ଅନ୍ତର୍ଗତ ଭାଟେଲ ଗାଁର ଚଞ୍ଚରାପଡାରେ ରାମକୃଷ୍ଣ ରଣା(୬୫)ଙ୍କୁ ହତ୍ୟା ଅଭିଯୋଗରେ ଦଶରୁ ମାଝି(୬୭) ନାମକ ବ୍ୟକ୍ତିଙ୍କୁ ପୁଲିସ ଗିରଫ କରିଛି। ଉଠା ଜଳସେଚନ ପ୍ରକଳ୍ପରୁ ପାଣି ନେବାକୁ କେନ୍ଦ୍ରକରି ବଚସାରୁ ରାମକୃଷ୍ଣଙ୍କୁ ସେ ହତ୍ୟା କରିଥିବା ସ୍ବୀକାର କରିଥିବା ପୁଲିସ ସୂତ୍ରରୁ ପ୍ରକାଶ। ଉଲ୍ଲେଖଯୋଗ୍ୟ ଯେ, ଗତ ୧୦ ତାରିଖ ରାତିରେ ଭାଟେଲ ଗାଁରୁ ଚଞ୍ଚରାପଡା ଯିବା ପାଦ ଚଲା ରାସ୍ତାରେ ରାମକୃଷ୍ଣଙ୍କ ମୃତଦେହ ଠାବ ହୋଇଥିଲା।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories