www.samajalive.in
Sunday, December 7, 2025
14.1 C
Bhubaneswar

କଟକ ମେୟରଙ୍କ ଗାଡି ଧକ୍କାରେ ଯୁବକ ଆହତ

କଟକ: କଟକ ମେୟର ସୁବାସ ସିଂଙ୍କ ଗାଡି ଧକ୍କାରେ ଜଣେ ଯୁବକ ଆହତ ହୋଇଛନ୍ତି। କଟକ ଖାନନଗର ଛକରେ ଏହି ଦୁର୍ଘଟଣା ଘଟିଛି। ଏଥିରେ ଜଣେ ସ୍କୁଟି ଆରୋହୀ ଆହତ ହୋଇଥିବା ସୂଚନା ମିଳିଛି। ଦୁର୍ଘଟଣା ପରେ ନିଜେ ମେୟର ତାଙ୍କୁ ଏକ ଅଟୋରେ ମେଡିକାଲ ନେଇଥିଲେ। ପ୍ରାଥମିକ ଚିକିତ୍ସା ପରେ ଯୁବକ ଜଣକ ସୁସ୍ଥ ଥିବା ମେୟର କହିଛନ୍ତି। ସୂଚନା ଅନୁଯାୟୀ ଖାନନଗର ଆଡୁ ଆସୁଥିବା ସ୍କୁଟି ଚାଳକଙ୍କୁ ମେୟରଙ୍କ ଗାଡି ଧକ୍କା ଦେଇଥିଲା।  ଏବଂ ଏଥିରେ ଯୁବକ ଜଣକ ତଳେ ପଡିଯିବା ସହ ତାଙ୍କର ରକ୍ତସ୍ରାବ ମଧ୍ୟ ହୋଇଥିଲା। ଦୁର୍ଘଟଣାରେ ଯୁବକଙ୍କ ସ୍କୁଟି ଭାଙ୍ଗିଯାଇଥିବା ଦେଖିବାକୁ ମିଳିଛି।

Hot this week

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

କ୍ରିକେଟ୍‌ପ୍ରେମୀଙ୍କ ପାଇଁ ସ୍ୱତନ୍ତ୍ର ‘ଆମ ବସ୍’ ସେବା

ଭୁବନେଶ୍ବର: କଟକର ବାରବାଟୀ ଷ୍ଟାଡିୟମରେ ଚଳିତ ମାସ ୯ରେ ହେବାକୁ ଥିବା...

ଜାନୁଆରୀ ୨୦ରେ ଓଏସ୍‌ଏସ୍‌ଟିଇଟି

କଟକ: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ...

ସୁନା ଲିଜ୍‌ ବା ଭଡା ଦେଇ ରୋଜଗାର

ନୂଆଦିଲ୍ଲୀ - ଅନେକ ଲୋକ ଗୋଲ୍ଡ ବଣ୍ଡ ସହ ସୁନାରେ ଟଙ୍କା...

‘ବାବୁଜୀ ଥିଲେ ଉତ୍କଳମଣିଙ୍କ ଐତିହ୍ୟର ଅନିର୍ବାଣ ଶିଖା’

କଟକ:‘ସମାଜ’ ହେଉଛି ଖବରକାଗଜର ପ୍ରତିନାମ। ‘ସମାଜ’ର ଏପରି ସୁନାମ ପଛରେ ପଣ୍ଡିତ...

Related Articles

Popular Categories