www.samajalive.in
Sunday, December 14, 2025
19.1 C
Bhubaneswar

ଗାଜିପୁରରେ ରାସ୍ତାରେ ଯାଉଥିବା ଲୋକଙ୍କୁ ଧକ୍କା ଦେଲା କାର୍, ଭିଡିଓ ଭାଇରାଲ

ନୂଆଦିଲ୍ଲୀ: ଦିଲ୍ଲୀ ଗାଜିପୁରରେ ହିଟ୍ ଆଣ୍ତ ରନ୍ ମାମଲା। ରାସ୍ତାରେ ଯାଉଥିବା ଲୋକଙ୍କୁ ଧକ୍କା ଦେଲା କାର୍ । ଏବଂ ସଙ୍ଗେସଙ୍ଗେ ସେଠାରୁ ଫେରାର୍ ମାରିଲା। ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୬ ଜଣ ଗୁରୁତର ଆହତ ହୋଇଛନ୍ତି। ଦୁର୍ଘଟଣାର ସିସି ଟିଭି ଭିଜୁଆଲ ଭାଇରାଲ ହେଉଛି। ଏଥିରେ ଦେଖିବାକୁ ମିଳିଛି , ଯେ ଏକ ଠେଲା ଗାଡି ଧରି ଜଣେ ବ୍ୟବସାୟୀ ରାସ୍ତା ପର୍ ହେଉଥିବାବେଳେ କାରଟି ଦ୍ରୁତ ଗତିରେ ଆସି ତାଙ୍କୁ ଧକ୍କା ଦେଉଛି। ଏବଂ ତୁରନ୍ତ ସେଠାରେ ଚମ୍ପଟ ମାରୁଛି। ଦୁର୍ଘଟଣା ପରେ ସ୍ଥାନୀୟ ଲୋକ ଏକାଠି ହୋଇ ଗୁରୁତର ଲୋକଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରିଛନ୍ତି। ପୁଲିସ୍ ଏ ନେଇ ଏକ ମାମଲା ରୁଜ୍ଜୁ କରିବାକୁ କାର୍ ଡ୍ରାଇଭରଙ୍କୁ ଅଟକ ରଖି ପଚରାଉଚରା କରୁଛି।

Hot this week

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

under19 ଏସିଆ କପ୍ ରେ ଭାରତଠୁ ହାରିଲା ପାକିସ୍ତାନ, ବୋଲିଂରେ କମାଲ ଦେଖାଇଲେ ବୈଭବ ସୂର୍ଯ୍ୟବଂଶୀ

ସମାଜ ନ୍ୟୁଜ ଡେସ୍କ- ପୁଣି ଭାରତଠାରୁ ହାରିଲା ପାକିସ୍ତାନ । under-19...

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

Related Articles

Popular Categories