www.samajalive.in
Friday, December 5, 2025
26.1 C
Bhubaneswar

କେନାଲ ଭିତରେ ପଶିଲା କାର, ଅଳ୍ପକେ ବର୍ତ୍ତିଲେ ଚାଳକ

ପାଟଣା:  କେନ୍ଦୁଝର ଜିଲ୍ଲା ତୁରୁମୁ୍ଙ୍ଗା ଥାନା ଅନ୍ତର୍ଗତ ଶ୍ୟାମସୁନ୍ଦରପୁର ନିକଟରେ ଅଭାବନୀୟ ଘଟଣା ଘଟିଛି। ଗୁରୁବାର ସକାଳୁ ଏକ କାର୍ ଭାରସାମ୍ୟ ହରାଇ ରାସ୍ତା ପାର୍ଶ୍ଵରେ ଥିବା କେନାଲ ଭିତରକୁ ଖସିପଡ଼ି ଦୁର୍ଘଟଣା ଗ୍ରସ୍ତ ହୋଇଛି । ଦୁର୍ଘଟଣା ରେ କାର ଚାଳକ ଅଳ୍ପକେ ବର୍ତ୍ତି ଯାଇଛନ୍ତି। କାର ଟି କେନ୍ଦୁଝର ରୁ କେନ୍ଦେଇପଶି ହୋଇ ସାହାରପଡା ଅଭିମୁଖେ ଯାଉଥିବା ସମୟରେ ଏହି ଦୁର୍ଘଟଣା ଘଟିଛି। ଚାଳକର ଆଖି ଲାଗି ଯାଇଥିବାରୁ ଏପରି ଦୁର୍ଘଟଣା ଘଟିଥିବା କୁହାଯାଉଛି। କାର ଟି ସାହାରପଡା ଅଞ୍ଚଳର ବୋଲି ଜଣାପଡିଛି। ଖବର ପାଇ ପୋଲିସ ପହଞ୍ଚି ଦୁର୍ଘଟଣା ଗ୍ରସ୍ତ କାର କୁ ଜବତ କରି ଘଟଣାର ତଦନ୍ତ କରୁଛି।

Hot this week

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

Related Articles

Popular Categories