www.samajalive.in
Monday, December 8, 2025
27.1 C
Bhubaneswar

ସଡକ ଦୁର୍ଘଟଣାରେ ବିଜେଡିର ବରିଷ୍ଠ ନେତା ପ୍ରସନ୍ନ ଆଚାର୍ଯ୍ୟ ଗୁରୁତର

ଭୁବନେଶ୍ବର : ସଡକ ଦୁର୍ଘଟଣାରେ ବିଜେଡିର ବରିଷ୍ଠ ନେତା ପ୍ରସନ୍ନ ଆଚାର୍ଯ୍ୟ ଗୁରୁତର ହୋଇଛନ୍ତି ।  ଭୁବନେଶ୍ବରରୁ ବରଗଡ ଫେରିବାବେଳେ ସମ୍ବଲପୁର ରେଢାଖୋଲ ବିଲଡିହି ନିକଟରେ ଏକ ଗ୍ୟାସ୍ ବୋଝେଇ ଟ୍ୟାଙ୍କର ସହ ପ୍ରସନ୍ନଙ୍କ କାର୍ ମୁହାଁମୁହିଁ ଧକ୍କା ହୋଇଥିଲା ।  ପ୍ରସନ୍ନଙ୍କ ସହ ତାଙ୍କ ପିଏସଓ ମଧ୍ୟ ଗୁରୁତର ହୋଇଥିବାବେଳେ ଡ୍ରାଇଭର ସାମାନ୍ୟ ଆହତ ଥିବା ସୂଚନା ମିଳିଛି । ଏକ ଘରୋଇ ହସ୍ପିଟାଲରେ ପ୍ରସନ୍ନ ଏବଂ ତାଙ୍କ ପିଏସଓଙ୍କ ଚିକିତ୍ସା ଚାଲିଛି । ଅନ୍ୟପଟେ ଟ୍ୟାଙ୍କର ଡ୍ରାଇଭରକୁ ଅଟକ ରଖି ପଚରାଉଚରା କରୁଛି ପୁଲିସ । ତେବେ ପ୍ରସନ୍ନଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ଥିବା ସୂଚନା ମିଳିଛି ।

Hot this week

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

ନିଆଁରେ ପୋଡି ହୋଇ ଛାତ୍ରୀ ମୃତ୍ୟୁ ଘଟଣା : ୪ ଲକ୍ଷ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ଵର :ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର ଛାତ୍ରୀଙ୍କ ମୃତ୍ୟୁ...

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ୨୪ ଘଣ୍ଟା ଇଣ୍ଟରନେଟ୍ ବନ୍ଦ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

ଗୋପାଳପୁର ଗଣଦୁଷ୍କର୍ମ ମାମଲା: ୫ ଅଭିଯୁକ୍ତଙ୍କ ନାଁରେ ଚାର୍ଜଫ୍ରେମ

ସମାଜଲାଇଭ ଡେସ୍କ: ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ଗିରଫ ହୋଇଥିବା ୧୦ ଅଭିଯୁକ୍ତଙ୍କ...

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

Related Articles

Popular Categories