www.samajalive.in
Friday, December 12, 2025
27.1 C
Bhubaneswar

ମୁଖା ପିନ୍ଧା ଦୁର୍ବୃତ୍ତଙ୍କ ଅତର୍କିତ ଗୁଳିମାଡ, ୨ଗୁରୁତର

ସୁନ୍ଦରଗଡ: କୁତ୍ରା ନିକଟରେ କିଛି ମୁଖା ପିନ୍ଧା ଦୁର୍ବୃତ୍ତମାନେ ୨ଜଣ ଯୁବକଙ୍କୁ ଅତର୍କିତ ଗୁଳିମାଡ କରିଛନ୍ତି। ଗୁରୁତର ୨ଜଣ ଯୁବକ ହେଲେ ଛତିଶଗଡ ରାୟଗଡ ଜିଲ୍ଲା ଶକ୍ତି ଅଞ୍ଚଳର ବିକ୍ରମ ଟଣ୍ଡନ ଓ ସୁନିଲ ରତ୍ନାକର। ଜଣଙ୍କର ଛାତିରେ ଗୁଳି ବାଜିଥିବା ବେଳେ ଅନ୍ୟଜଣଙ୍କର ବେକରେ ଗୁଳି ବାଜି ଗୁରୁତର ହୋଇ ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ତେବେ ଗୁଳିକାଣ୍ଡର କାରଣ ଜଣାପଡିନଥିବା ବେଳେ ପୁଲିସ ତଦନ୍ତ ଆରମ୍ଭ କରିଛି।

Hot this week

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ୪ଜଣଙ୍କୁ ବହିଷ୍କାର କଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳବସ୍ଥା ଘଟଣାରେ ଡିଜିସିଏ...

ଭିଜିଲାନ୍ସ ନାଁରେ ଓଏଏସ୍‌ ଙ୍କୁ ଠକେଇ, ଦୁଇ ଗିରଫ

ରାଉରକେଲା : ନିଜକୁ ଭିଜିଲାନ୍ସ ଅଧିକାରୀ କହି ଠକେଇ ଅଭିଯୋଗରେ ଦୁଇ...

ବାର୍ବି କ୍ୟୁ ନେସନ୍‌ରେ ନିମ୍ନମାନର ଖାଦ୍ୟ, ଲାଗିଲା ଜରିମାନା…

ନୂଆଦିଲ୍ଲୀ : ଯଦି ଆପଣ ଖାଦ୍ୟ ପ୍ରିୟ ଏବଂ ଭାବୁଛନ୍ତି ଯେ...

ଝାଡ଼ଖଣ୍ଡରେ ଆତଙ୍କବାଦୀ ସନ୍ଦିଗ୍ଧଙ୍କ ଘରେ ଏନଆଇଏ ରେଡ

ସମାଜ ଲାଇଭ ଡେସ୍କ : ଝାଡ଼ଖଣ୍ଡ ହଜାରିବାଗ ଅଞ୍ଚଳରେ ଆଇଏସଆଇଏସ ଆତଙ୍କି...

ମଣ୍ଡି ଅଚଳାବସ୍ଥା : ତାତିଲେ ଚାଷୀ

ନୂଆପଡ଼ା: ନୂଆପଡା ଜିଲ୍ଲାରେ ଖରିଫ୍‌ ମଣ୍ଡିରେ ଅଚଳାବସ୍ଥା ଲାଗିରହିଛି। ଜିଲ୍ଲାରେ ଗତ...

Related Articles

Popular Categories