www.samajalive.in
Saturday, December 6, 2025
14.1 C
Bhubaneswar

ନିର୍ବାଚନ କମିସନର ଭାବେ ଦାୟିତ୍ୱ ନେଲେ ଜ୍ଞାନେଶ କୁମାର ଓ ସୁଖବିନ୍ଦର ସିଂହ ସାନ୍ଧୁ

ନୂଆଦିଲ୍ଲୀ: ଦେଶରେ ଲୋକସଭା ନିର୍ବାଚନ ପୂର୍ବରୁ ଶୁକ୍ରବାର ଦୁଇ ନୂଆ ନିର୍ବାଚନ କମିସନର ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ଜ୍ଞାନେଶ କୁମାର ଓ ସୁଖବିନ୍ଦର ସିଂହ ସାନ୍ଧୁ। ଜ୍ଞାନେଶ କୁମାର ହେଉଛନ୍ତି କେରଳ କ୍ୟାଡରର ବରିଷ୍ଠ ଅଧିକାରୀ ଏବଂ ସୁଖବିନ୍ଦର ସିଂହ ସାନ୍ଧୁ ହେଉଛନ୍ତି ପଞ୍ଜାବ କ୍ୟାଡରର ଅଧିକାରୀ। ଅରୁଣ ଗୋୟଲ ନିର୍ବାଚନ କମିସନର ପଦରୁ ଇସ୍ତଫା ଦେବା ପରେ ୨ଟି ନିର୍ବାଚନ କମିସନର ପଦ ଖାଲି ପଡିଥିଲା।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories