www.samajalive.in
Monday, December 8, 2025
13.1 C
Bhubaneswar

ସନ୍ଧ୍ୟା ୬ଟା ମୁଖ୍ୟ ଖବର

ବିଜେପିରେ ସାମିଲ ହେଲେ ଅଭିନେତା ଅରିନ୍ଦମ ରାୟ.. କିଛି ସମୟ ପୂର୍ବରୁ ବିଜେଡିରୁ ଇସ୍ତଫା ଦେଇଥିଲେ..

ଭୁବନେଶ୍ଵରକୁ ଏୟାରଲିଫ୍ଟ ହେଲେ ପ୍ରସନ୍ନ ଆଚାର୍ଯ୍ୟ.. ଗୁରୁବାର ବିଳମ୍ବିତ ରାତିରେ କାର ଦୁର୍ଘଟଣାରେ ଗୁରୁତର ହୋଇଥିଲେ ପ୍ରସନ୍ନ ଆଚାର୍ଯ୍ୟ..

- Advertisement -

୨ କୁଖ୍ୟାତ ମାଓବାଦୀଙ୍କ ଆତ୍ମସମର୍ପଣ.. ମାଲକାନଗିରି ଏସପି ଓ ଦକ୍ଷିଣ ପଶ୍ଚିମାଞ୍ଚଳ ଡିଆଇଜିଙ୍କ ନିକଟରେ ଦୁଇଜଣ କୁଖ୍ୟାତ ମାଓବାଦୀଙ୍କ ଆତ୍ମସମର୍ପଣ..

ରାଜ୍ୟ କଂଗ୍ରେସର ନିର୍ବାଚନୀ ଇସ୍ତାହାର ପ୍ରକାଶ..

କେନ୍ଦ୍ରୀୟ ଡେପୁଟେସନରେ ଗଲେ ଆଇପିଏସ ସାରା ଶର୍ମା.. ସିବିଆଇରେ ଡିଆଇଜି ଭାବେ ସାରା ଶର୍ମାଙ୍କୁ ଦାୟିତ୍ୱ ଦିଆଯାଇଛି.. ୫ବର୍ଷ ପାଇଁ ସିବିଆଇରେ ଡିଆଇଜି ଭାବେ ଦାୟିତ୍ୱ ତୁଲାଇବେ..

ଶନିବାର ଘୋଷଣା ହେବ ନିର୍ବାଚନ ତାରିଖ.. ଅପରାହ୍ଣ ୩ଟାରେ ସାମ୍ବାଦିକ ସମ୍ମିଳନୀ ଯୋଗେ ଇସିଆଇ ତାରିଖ ଘୋଷଣା କରିବେ..

ସାଧାରଣ ନିର୍ବାଚନ ତାରିଖ ଘୋଷଣା ସହ ଆଦର୍ଶ ଆଚରଣ ବିଧି ଲାଗୁ ହେବ..

ନିର୍ବାଚନ କମିସନର ଭାବେ ଦାୟିତ୍ୱ ନେଲେ ଜ୍ଞାନେଶ କୁମାର ଓ ସୁଖବିନ୍ଦର ସିଂହ ସାନ୍ଧୁ..

ସୁନ୍ଦରଗଡ: କୁତ୍ରା ନିକଟରେ ଗୁଳିମାଡ, ୨ଗୁରୁତର.. ଆହତ ଯୁବକ ୨ଜଣ ହେଲେ ଛତିଶଗଡ ରାୟଗଡ ଜିଲ୍ଲା ଶକ୍ତି ଅଞ୍ଚଳର ବିକ୍ରମ ଟଣ୍ଡନ ଓ ସୁନିଲ ରତ୍ନାକର..

ଏସବିଆଇକୁ ପୁଣି ନୋଟିସ୍‌‌.. ନିର୍ବାଚନ ଆୟୋଗଙ୍କୁ ଦିଆଯାଇଥିବା ତଥ୍ୟରେ କାହିଁକି ବଣ୍ଡ ନମ୍ବର ନାହିଁ.. ବଣ୍ଡର ନମ୍ବର ଦେବାକୁ ଏସବିଆଇକୁ ନିର୍ଦ୍ଦେଶ ଦେଲେ ସୁପ୍ରିମକୋର୍ଟ..

ବିନ୍ଦୁସାଗରରୁ ମହିଳାଙ୍କ ମୃତଦେହ ଉଦ୍ଧାର..

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories