www.samajalive.in
Tuesday, December 9, 2025
16.1 C
Bhubaneswar

ମାତ୍ର ୬୦ ମିନିଟ – ଶଙ୍ଖ ଛାଡି ପଦ୍ମ ଧରିଲେ ଅରିନ୍ଦମ

ଡେସ୍କ: ୨୦୨୪ ନିର୍ବାଚନ ସୂଚୀ ଘୋଷଣା ହେବାକୁ ଆଉ ମାତ୍ର କିଛି ଘଣ୍ଟା ବାକି ଥିବାବେଳେ ଓଲିଉଡ଼ ଅଭିନେତା ଅରିନ୍ଦମ ରାୟ ବିଜେଡି ଛାଡ଼ି ବିଜେପିରେ ଯୋଗ ଦେଇଛନ୍ତି। ଶୁକ୍ରବାର ସେ ଦଳରୁ ଇସ୍ତଫା ଦେବାର ମାତ୍ର ୧ ଘଣ୍ଟା ମଧ୍ୟରେ ସେ ଭୁବନେଶ୍ୱର ବିଜେପି କାର୍ଯ୍ୟାଳୟକୁ ଯାଇ ପଦ୍ମ ଧରିଛନ୍ତି। ସାଧାରଣ ସମ୍ପାଦକ ପଦ ସହ ଦଳର ପ୍ରାଥମିକ ସଦସ୍ୟ ପଦରୁ ଅରିନ୍ଦମ ଇସ୍ତଫା ଦେଇଛନ୍ତି। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ସେ ନିଜ ଇସ୍ତଫାପତ୍ର ପଠାଇ ଦେଇଛନ୍ତି।

ପୂର୍ବତନ ନୌସେନା ମୁଖ୍ୟ ଆଡମିରାଲ ଏଲ୍ ରାମଦାସଙ୍କ ୯୦ ବର୍ଷ ବୟସରେ ପରଲୋକ

- Advertisement -

ସେ ତାଙ୍କ ଇସ୍ତଫା ପତ୍ରରେ ବିଜେଡି ସୁପ୍ରିମୋଙ୍କୁ ନିଜର ଅସନ୍ତୋଷ ଜଣାଇଥିବା ବେଳେ ତାଙ୍କ ପ୍ରତି କୌଣସି ଆକ୍ରୋଶ ମନୋଭାବ ନ ରଖିବାକୁ କହିଛନ୍ତି। ତେବେ ଆଗାମୀ ନିର୍ବାଚନରେ ତାଙ୍କୁ କୌଣସି ଟିକେଟ ମିଳିବା ସମ୍ଭାବନା ନ ଥିବାରୁ ସେ ଦଳ ଛାଡିଥିବା କୁହାଯାଉଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories