www.samajalive.in
Monday, December 15, 2025
16.1 C
Bhubaneswar

ପୂର୍ଣ୍ଣ ସହାୟତା ପ୍ରାପ୍ତ ବେସରକାରୀ ମହାବିଦ୍ୟାଳୟର ଶିକ୍ଷକ ଓ ଅଣ-ଶିକ୍ଷକ କର୍ମଚାରୀମାନଙ୍କ ଏମଏସିପି ଏବଂ ପିଏଚଡି ପାଇଁ ସରଳ ହେଲା ନିୟମାବଳୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୂର୍ଣ୍ଣ ଅନୁଦାନ ପ୍ରାପ୍ତ ବେସରକାରୀ ମହାବିଦ୍ୟାଳୟ ର ଶିକ୍ଷକ ଓ କର୍ମଚାରୀମାନଙ୍କ ନିମନ୍ତେ ନିମ୍ନଲିଖିତ ସେବା ସୁବିଧା ଅନୁମୋଦନ କରିଛନ୍ତି।

ପୂର୍ଣ୍ଣ ସହାୟତା ପାଉଥିବା ବେସରକାରୀ ମହାବିଦ୍ୟାଳୟର ଶିକ୍ଷକ ଓ ଅଣଶିକ୍ଷକ କର୍ମଚାରୀଙ୍କ ସୁବିଧା ପାଇଁ ଓଡିଶା ସଂଶୋଧିତ ବେତନ ହାର ନିୟମ, ୨୦୧୭ ଅନୁସାରେ ପ୍ରଦାନ କରାଯାଉଥିବା ପରିବର୍ତ୍ତିତ ନିଶ୍ଚିତ କ୍ୟାରିୟର ପ୍ରଗତି ଯୋଜନାକୁ ସରଳ କରାଯାଇଛି. ଏବେ ୧୦୦% ଅନୁଦାନ ପାଇବା ତାରିଖ ପରିବର୍ତ୍ତେ ପ୍ରଥମ ଅନୁଦାନ ମିଳିବା ଦିନକୁ ଭିତ୍ତି କରି ଏମଏସିପି ନିର୍ଣ୍ଣୟ କରାଯିବ।

- Advertisement -

ପୂର୍ଣ୍ଣ ସହାୟତା ପ୍ରାପ୍ତ ବେସରକାରୀ ମହାବିଦ୍ୟାଳୟରେ ଶିକ୍ଷାଦାନ ବୃତ୍ତିରେ ପ୍ରତିଭାବାନ ଅଧ୍ୟାପକମାନଙ୍କୁ ଆକର୍ଷିତ କରିବା ପିଏଚଡି ଡିଗ୍ରୀ ହାସଲ ପାଇଁ, ସ୍ଵତନ୍ତ୍ର ପଦକ୍ଷେପ ନିଆଯାଇଛି। ଅଧ୍ୟାପକମାନଙ୍କୁ ଚାକିରୀ ସମୟରେ ବିଏଚଡିର ଅତିରିକ୍ତ ଯୋଗ୍ୟତା ହାସଲ କରିବା ପାଇଁ ପ୍ରୋତ୍ସାହନ ସ୍ଵରୂପ କେବଳ ଏଣ୍ଟ୍ରି ଲେବଲରେ ଆପ୍ରୋପ୍ରିଏଟ ପେ ସ୍କେଲରେ ଦୁଇଟି ଅଗ୍ରୀମ ବୃଦ୍ଧି, (କେବଳ ଅଧ୍ୟାପକ ପଦରେ ) ପ୍ରଦାନ କରାଯିବ |

ସୂଚନାଯୋଗ୍ୟ ଯେ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ଜିଲ୍ଲା ଗସ୍ତ ଅବସରରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ନିୟୋଜିତ ଥିବା ପୂର୍ଣ୍ଣ ସହାୟତା ପ୍ରାପ୍ତ କଲେଜ ର ଶିକ୍ଷକ ଓ ଅଣ ଶିକ୍ଷକ କର୍ମଚାରୀମାନେ ସେମାନଙ୍କ ଅସୁବିଧା ସଂପର୍କରେ ଦୃଷ୍ଟି ଆକର୍ଷଣ କରିଥିଲେ।

Hot this week

କଂଗ୍ରେସରୁ ବିଦା ହେଲେ ମୋକିମ୍‌ : ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ

ସମାଜ ଡିଜିଟାଲ ଡେସ୍କ: ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ...

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

Related Articles

Popular Categories