www.samajalive.in
Sunday, December 7, 2025
23.1 C
Bhubaneswar

ଲୋକସଭା ଓ ବିଧାନସଭା ନିର୍ବାଚନ: ଆଜି ତାରିଖ ଘୋଷଣା

ନୂଆଦିଲ୍ଲୀ: ଲୋକସଭା ସହିତ ବିଭିନ୍ନ ରାଜ୍ୟ ବିଧାନସଭା ନିର୍ବାଚନ ନିମନ୍ତେ ଶନିବାର ଅପରାହ୍ନ ୩ଟାରେ ନିର୍ବାଚନ ଆୟୋଗ ତାରିଖ ଘୋଷଣା କରିବେ । ମୁଖ୍ୟ ନିର୍ବାଚନ ଆୟୁକ୍ତ ରାଜୀବ କୁମାରଙ୍କ ସହିତ ଅନ୍ୟ ଦୁଇ ଆୟୁକ୍ତ ଜ୍ଞାନେଶ କୁମାର ଏବଂ ସୁଖବୀର ସିଂହ ସାନ୍ଧୁ ନିର୍ବାଚନ କାର୍ଯ୍ୟସୂଚୀ ଘୋଷଣା କରିବେ । ନିର୍ବାଚନ ଆୟୋଗଙ୍କ ନିର୍ବାଚନ କାର୍ଯ୍ୟସୂଚୀ ଘୋଷଣାକୁ ନେଇ କଳ୍ପନା ଜଳ୍ପନା ଲାଗି ରହିଥିବାବେଳେ ଏହାକୁ ରାଜନୈତିକ ଦଳ ଗୁଡିକ ଚାହିଁ ରହିଛନ୍ତି। ନିର୍ବାଚନ ତାରିଖ ଘୋଷଣା  ପରେ ରାଜନୈତିକ ଦଳ ଗୁଡିକ ସେମାନଙ୍କ ବିଧିବଦ୍ଧ ନିର୍ବାଚନ ପ୍ରଚାର ଆରମ୍ଭ କରିବେ । ଲୋକସଭା ନିର୍ବାଚନ ସହିତ ଓଡିଶା, ଅରୁଣାଚଳପ୍ରଦେଶ , ଆନ୍ଧ୍ରପ୍ରଦେଶ ଓ ସିକିମ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories