www.samajalive.in
Friday, December 5, 2025
20.1 C
Bhubaneswar

ତ୍ରିକୋଣୀୟ ପ୍ରେମରୁ ଯୁବକଙ୍କୁ ଖଣ୍ଡାରେ ହାଣି ହତ୍ୟା

ଭୁବନେଶ୍ୱର: ଭୁବନେଶ୍ବର ଲକ୍ଷ୍ମୀସାଗର ଥାନା ଚିନ୍ତାମଣିଶ୍ବର ଅଞ୍ଚଳରେ ଅଭାବନୀୟ ଘଟଣା ଘଟିଛି। ତ୍ରିକୋଣୀୟ ପ୍ରେମକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ ଖଣ୍ଡାରେ ହାଣି ହତ୍ୟା କରାଯାଇଛି। ଜଣେ ଯୁବତୀଙ୍କ ସହ କଥା ହେଉଥିବାବେଳେ ଯୁବକଙ୍କୁ ହତ୍ୟା କରାଯାଇଛି। ମୃତ ଯୁବକ ଜଣକ ଭଦ୍ରକ କେଶରୀନଗରର ଅଞ୍ଜନ ବୋଲି ଜଣାପଡ଼ିଛି । ଯୁବତୀଙ୍କ ପୂର୍ବତନ ପ୍ରେମିକ ଯୁବକଙ୍କୁ ଆକ୍ରମଣ କରିଥିବା ସୂଚନା ମିଳିଛି। ହି ଘଟଣା ପରେ ଯୁବତୀ ଓ ପୁରୁଣା ପ୍ରେମିକ ଫେରାର ହୋଇଯାଇଛନ୍ତିି । ହତ୍ୟା କରିଥିବା ଯୁବକ ନାଁରେ ପୂର୍ବରୁ ମଧ୍ୟ ଅପରାଧିକ ମାମଲା ରହିଥିବା ଜଣାପଡିଛି ।

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories