www.samajalive.in
Sunday, December 7, 2025
16.1 C
Bhubaneswar

୫ ରନ୍‌ରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କଲା ବାଙ୍ଗାଲୋର୍

ନୂଆଦିଲ୍ଲୀ: ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଖେଳାଯାଇଥିବା ଏକ ରୋମାଞ୍ଚକର ଏଲିମିନେଟର ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର୍ ୫ ରନରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି। ବିଜୟ ପାଇଁ ୧୩୬ ରନର ପିଛା କରୁଥିବା ମୁମ୍ବାଇ ଇଣ୍ଡିଆନ୍ସ ନିର୍ଦ୍ଧାରିତ ୨୦ ସଭରରେ ୬ ୱିକେଟ୍ ହରାଇ ୧୩୫ ରନ୍ କରିଥିଲା।  ପ୍ରଥମେ ବ୍ୟାଟିଂ କରି ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ୨୦ ଓଭରରେ ୬ ୱିକେଟ୍ ହରାଇ ୧୩୫ ରନ୍ କରିଥିଲା।  ବାଙ୍ଗାଲୋର୍ ପକ୍ଷରୁ ଏଲିସ୍ ପେରି ସର୍ବାଧିକ  ୬୬ ରନ୍ କରିଥିବାବେଳେ ଶ୍ରେୟଙ୍କା ପାଟିଲ୍ ୨ଟି ୱିକେଟ୍ ନେଇଥିଲେ।  ରବିବାର ଫାଇନାଲରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଓ ଦିଲ୍ଲୀ କ୍ୟାପିଟାଲ୍ସ ମୁହାଁମୁହିଁ ହେବେ । ପଏଣ୍ଟ ଟେବୁଲର ଶୀର୍ଘରେ ରହି ଦିଲ୍ଲୀ କ୍ୟାପିଟାଲ୍ସ ସିଧାସଳଖ ଫାଇନାଲରେ ପ୍ରବେଶ କରିଛି। ସେହି ପଡିଆରେ ବୁଧବାର ଦିଲ୍ଲୀ କ୍ୟାପିଟାଲ୍ସ ୭ ୱିକେଟରେ ଗୁଜୁରାଟ ଜାଏଣ୍ଟସକୁ ପରାସ୍ତ କରିଛି।

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories