www.samajalive.in
Tuesday, December 9, 2025
19.1 C
Bhubaneswar

ଅପରାହ୍ଣ ୪ଟା ମୁଖ୍ୟ ଖବର

ବାଜିଲା ୨୪ ନିର୍ବାଚନ ବିଗୁଲ୍‌‌ ; ଓଡିଶାରେ ମେ’୧୩ରେ ପ୍ରଥମ ପର୍ଯ୍ୟାୟ ଭୋଟ୍‌‌..

୭ଟି ପର୍ଯ୍ୟାୟରେ ହେବ ଲୋକସଭା ନିର୍ବାଚନ..

- Advertisement -

ମାର୍ଚ୍ଚ ୨୦ରେ ପ୍ରକାଶ ପାଇବ ବିଜ୍ଞପ୍ତି..

ଓଡ଼ିଶାରେ ୪ଟି ପର୍ଯ୍ୟାୟରେ ହେବ ଭୋଟ୍‌..

ମେ’ ୧୩, ମେ’ ୨୦, ମେ’ ୨୫ ଓ ଜୁନ୍‌ ୧ରେ ଓଡ଼ିଶାରେ ଭୋଟ୍‌ ଗ୍ରହଣ..

ଜୁନ୍‌ ୪ରେ ସାରା ଦେଶରେ ଭୋଟ୍‌ ଗଣତି, ଲୋକସଭା ଓ ବିଧାନସଭା ଭୋଟ୍‌ ଗଣତି..

ଦେଶରେ ୯୭କୋଟି ପଞ୍ଜିକୃତ ଭୋଟର ରହିଛନ୍ତି..

ଏଥିପାଇଁ ସାଢେ ୧୦ଲକ୍ଷ ମତଦାନ କେନ୍ଦ୍ର ପ୍ରସ୍ତୁତ..

ବିଜେପିରେ ସାମିଲ ହେଲେ ଗାୟିକା ଅନୁରାଧା ପୌଡ଼ୱାଲ..

ନବୀନ ସରକାରଙ୍କ ପଞ୍ଚମ ପାଳିର ଶେଷ କ୍ୟାବିନେଟରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି..

ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ୭ଟି ବିଭାଗର ୧୪ଟି ପ୍ରସ୍ତାବକୁ ମିଳିଲା କ୍ୟାବିନେଟ ମଞ୍ଜୁରୀ..

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଆଶ୍ୱସ୍ତି..

ଦିଲ୍ଲୀ କୋର୍ଟରୁ ମିଳିଲା ଜାମିନ..

Hot this week

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

ପ୍ରଥମେ ବ୍ୟାଟିଂ କରିବ ଭାରତ

କଟକ: ଆଉ ମାତ୍ର କିଛି ସମୟର ଅପେକ୍ଷା। କଟକ ବାରବାଟୀ ଷ୍ଟାଡିୟମରେ...

ଇଣ୍ଡୋନେସିଆରେ ବଡ଼ ଧରଣର ଅଗ୍ନିକାଣ୍ଡ, ୨୦ ମୃତ

ସମାଜଲାଇଭ ଡେସ୍କ: ଇଣ୍ଡୋନେସିଆର ଜାକାର୍ତ୍ତାରେ ମଙ୍ଗଳବାର ଏକ ବଡ଼ ଧରଣର ଅଗ୍ନିକାଣ୍ଡ...

ଯୁକ୍ତ ଦୁଇ ପରୀକ୍ଷା ସୂଚୀ ସାମାନ୍ୟ ପରିବର୍ତ୍ତନ

ଭୁବନେଶ୍ଵର : ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି।...

ଦେଢ଼ବର୍ଷରେ ମଲେଣି ୧୩୬ ହାତୀ

ସମାଜଲାଇଭ ଡେସ୍କ: ରାଜ୍ୟରେ ହାତୀ ଅସୁରକ୍ଷିତ। ହାତୀ ମୃତ୍ୟୁ ରୋକିବାରେ ସରକାର...

Related Articles

Popular Categories