www.samajalive.in
Saturday, December 13, 2025
26.1 C
Bhubaneswar

ଓଡିଶାରେ କେଉଁ ତାରିଖରେ କେଉଁଠି ଭୋଟ୍‌‌

ଭୁବନେଶ୍ୱର : ବାଜିଲା ୨୦୨୪ ନିର୍ବାଚନ ବିଗୁଲ୍‌‌। ଘୋଷଣା ହେଲା ୨୦୨୪ ସାଧାରଣ ନିର୍ବାଚନ ପାଇଁ ତାରିଖ। ଓଡିଶାରେ ୪ ପର୍ଯ୍ୟାୟରେ ହେବ ଭୋଟ ଗ୍ରହଣ। ମେ ୧୩, ମେ ୨୦, ମେ ୨୫, ଏବଂ ଜୁନ୍‌‌୧ରେ ଭୋଟ ଗ୍ରହଣ ହେବ। ମେ’୧୩ରେ କଳାହାଣ୍ଡି, ନବରଙ୍ଗପୁର, ବ୍ରହ୍ମପୁର, କୋରାପୁଟ, ମେ’୨୦ରେ ବରଗଡ,ସୁନ୍ଦରଗଡ,ବଲାଙ୍ଗୀର, କନ୍ଧମାଳ, ଆସିକା, ମେ’ ୨୫ରେ ସମ୍ବଲପୁର, କେନ୍ଦୁଝର, ଢେଙ୍କାନାଳ, କଟକ, ପୁରୀ, ଭୁବନେଶ୍ୱର, ଜୁନ୍‌‌୧ରେ ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁରରେ ଭୋଟ୍‌‌ ଗ୍ରହଣ ହେବ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories