www.samajalive.in
Saturday, December 13, 2025
26.1 C
Bhubaneswar

ଓଡ଼ିଶାରେ ଲୋକସଭା ନିର୍ବାଚନ – ଜାଣନ୍ତୁ କେଉଁଠି କେଉଁଦିନ

ଡେସ୍କ: ନିର୍ବାଚନ କମିଶନ ଆଜି ଲୋକସଭା ଓ ୪ଟି ରାଜ୍ୟର ବିଧାନସଭା ନିର୍ବାଚନ ଲାଗି ତାରିଖ ଘୋଷଣା କରିଛନ୍ତି। ସେହି ଘୋଷଣା ଅନୁଯାୟୀ, ଓଡ଼ିଶାରେ ଲୋକସଭା ଲାଗି ୪ଟି ପର୍ଯ୍ୟାୟରେ ଭୋଟ ଗ୍ରହଣ ଅନୁଷ୍ଠିତ ହେବ। ୨୧ଟି ସଂସଦୀୟ ଆସନ ପାଇଁ ଏହି ନିର୍ବାଚନ ଅନୁଷ୍ଠିତ ହେବ। ମେ’ ୧୩ରେ ୪ଟି, ମେ’ ୨୦ରେ ୫ଟି, ମେ’ ୨୫ରେ ୬ଟି ଓ ଜୁନ୍‌ ୧ରେ ୬ଟି ଆସନ ପାଇଁ ଭୋଟ ଗ୍ରହଣ ଅନୁଷ୍ଠିତ ହେବ। ଜୁନ ୪ରେ ଭୋଟ ଗଣତି ପାଇଁ ଦିନ ଧାର୍ଯ୍ୟ କରାଯାଇଛି।

ମେ’ ୧୩: କଳାହାଣ୍ଡି, ନବରଙ୍ଗପୁର, ବ୍ରହ୍ମପୁର, କୋରାପୁଟ
ମେ’ ୨୦: ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗିର, କନ୍ଧମାଳ, ଆସିକା
ମେ’ ୨୫: ସମ୍ବଲପୁର, କେନ୍ଦୁଝର, ଢେଙ୍କାନାଳ, କଟକ, ପୁରୀ, ଭୁବନେଶ୍ୱର
ଜୁନ୍‌ ୧: ମୟୂରଭଂଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories